Odia News Portal
Browsing Tag

odisha news

ଯୁବକଙ୍କୁ ଧକ୍କା ଦେଲା କାର

ନୟାଗଡ଼: ଯୁବକଙ୍କୁ ଧକ୍କା ଦେଲା କାର | ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ୧୬ ନଂ ଜାତୀୟ ରାଜପଥ ଚାନ୍ଦପୁର ଥାନା ଓସ୍କେଇଖୋଲ ଛକ ନିକଟରେ | ସୂଚନା ଅନୁସାରେ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା କାରଟି ଓସ୍କେଇଖୋଲ ଛକ ନିକଟରେ ଯୁବକକୁ ପଛ ପଟକୁ ଧକ୍କା ଦେଇଥିଲା | ଯାହାଫଳରେ

ଆଉ ୨ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ

କଟକରେ ନକଲି ଜର୍ଦ୍ଦା କାରଖାନା ଠାବ

କଟକ: ସିଲ୍‌ଭର ସିଟିରେ ପୁଣି ନକଲି କାରଖାନା ଠାବ । କଟକ ସଦର ଥାନା ସାସୋଳ ଗାଁରେ ନକଲି ଜର୍ଦ୍ଦା କମ୍ପାନୀ ଉପରେ ପୋଲିସର ଚଢଉ । ବିପୁଳ ପରିମାଣର ଜର୍ଦ୍ଦା ଜବତ କଲା ପୋଲିସ । ଏହି ଘଟଣାରେ ଜଣକୁ ଅଟକ ରଖିଛି ପୋଲିସ । ସାସୋଳରେ ନକଲି ଜର୍ଦା କମ୍ପାନୀ ଚାଲିଥିବା ନେଇ ପୋଲିସ ସୁଚନା ପାଇବା

ରାଜଧାନୀର ୬ଟି ହସ୍ପିଟାଲରେ ଟିକାକରଣ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ଆରମ୍ଭ ହେବ ଟିକାକରଣ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଟୀକାକରଣ ପାଇଁ ପହଞ୍ଚିଛି ଦୁଇଟି ଟୀକା । ପୁଣେ ସ୍ଥିତ ସେରମ୍ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଓ ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ପହଞ୍ଚିସାରିଛି । କୋଭିସିଲ୍ଡ ୪ ଲକ୍ଷ ୮ ହଜାର ଡୋଜ୍

ଟିକାକରଣ ପାଇଁ ଗାଇଡଲାଇନ ଜାରି

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ଆରମ୍ଭ ହେବ ଟିକାକରଣ। ତେବେ ଏନେଇ ସ୍ୱାସ୍ଥ୍ୟ ବିଭାଗର ଗାଇଡଲାଇନ ଜାରି ହୋଇଛି। ଗର୍ଭବତୀ ମହିଳା, ଗୁରୁତର ଅସୁସ୍ଥ, ହସ୍ପିଟାଲରେ ଆଡମିଟ୍‌ ଥିବା ବ୍ୟକ୍ତିଙ୍କୁ କୋଭିଡ ଟିକା ଦିଆଯିବ ନାହିଁ। ଏହାସହ ୧୪ ଦିନ ଭିତରେ ଟିକା ନେଇଥିବା ବ୍ୟକ୍ତିଙ୍କୁ କୋଭିଡ

ରାଜ୍ୟରେ ଆଉ ୧୮୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୯୪୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ସ୍ଥଳସେନାର ୭୩ ତମ ପ୍ରତିଷ୍ଠା ଦିବସ

ନୂଆଦିଲ୍ଲୀ: ଆଜି ସ୍ଥଳସେନାର ୭୩ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ଦିଲ୍ଲୀର କରିଅପ୍ପା ଗ୍ରାଉଣ୍ଡରେ ଭବ୍ୟ ପରେଡର ଆୟୋଜନ କରାଯାଇଥିଲା । ଏଥିରେ ସ୍ଥଳସେନା ପ୍ରମୁଖ ଏମ୍‌. ଏମ୍‌. ନରଓ୍ଵଣେ ପରଡେର ସଲାମି ନେବା ସହ ସୈନ୍ୟଙ୍କୁ

କଟା ହାତ,ଗଣ୍ଡି ପରେ ମିଳିଲା କଟାମୁଣ୍ଡ

ସୁନ୍ଦରଗଡ: ପ୍ରଥମେ କଟା ହାତ, ଗଣ୍ଡି ପରେ ମିଳିଲା କଟା ମୁଣ୍ଡ ଓ କଟା ଗୋଡ । ସୁନ୍ଦରଗଡ ଟାଉନ ଥାନା କିରେଇ ପଞ୍ଚାୟତର ନିଖୋଜ ଗାଁ ସାଥି ରମେଶ ସିଂଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର । ବୁଧବାର ଠାରୁ ସେ ନିଖୋଜ ଥିଲେ । ତେବେ ପ୍ରଥମେ କଟାହାତ ଗତକାଲି ସନ୍ଧ୍ୟାରେ ଏକ ବିଲରୁ ମିଳିଥିଲା ।