Odia News Portal
Browsing Tag

odisha news

ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର

ବ୍ରହ୍ମପୁର: ଭାରସାମ୍ୟ ହରାଇ ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର । ୧୬ ନମ୍ୱର ଜାତୀୟ ରାଜପଥ ତାମ୍ପରା ନିକଟରେ ଘଟିଛି ଦୁର୍ଘଟଣା । ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି |ସେହିଭଳି ସୁରକ୍ଷାକୁ ଦୃଷ୍ଟିରେ ରଖି ଜାତୀୟ ରାଜପଥର ଦୁଇ ପାର୍ଶ୍ୱକୁ ସିଲ୍

ଓଲଟିଲା ଯାତ୍ରୀବାହୀ ବସ୍, ୨ ଗୁରୁତର

କଳାହାଣ୍ଡି: ଘାଟିରେ ଓଲଟିଲା ବସ୍ । କଳାହାଣ୍ଡି ଜିଲ୍ଲା ଆମପାଣି ଘାଟିରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ୨ ଗୁରୁତର । ଆଜି ଭୋରୁ ଭୁବନେଶ୍ୱରରୁ ମାଲକାନଗିରି ଯାଉଥିବା ଯାତ୍ରୀବାହୀ ବସ ଦିଲଖୁସ ଆମପାଣି ଘାଟି ପ୍ରଥମ ବୁଲାଣି ରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।ଦୁର୍ଘଟଣାରେ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ତଦାରଖ

କଳାହାଣ୍ଡି: ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ କଳାହାଣ୍ଡି ଗସ୍ତ କରି ଇନ୍ଦ୍ରାବତୀ ମେଗା ଜଳସେଚନ ପ୍ରକଳ୍ପ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାୟ ୮୦୦ କୋଟି ଟଙ୍କାରେ ନିର୍ମିତ ହୋଇଛି ଇନ୍ଦ୍ରାବତୀ ପ୍ରକଳ୍ପ ।ଏହି ପ୍ରକଳ୍ପ ଦ୍ୱାରା କଳାହାଣ୍ଡି ଜିଲ୍ଲାର ଧର୍ମଗଡ,

ଜାଣନ୍ତୁ କିପରି ପାଳିତ ହୁଏ ବଉଳ ଅମାବାସ୍ୟା

ଆଜି ବଉଳ ଅମାବାସ୍ୟା।ହିନ୍ଦୁ ପାଞ୍ଜି ଅନୁସାରେ ପୌଷ ମାସ କୃଷ୍ଣପକ୍ଷ ଅନ୍ତିମ ତିଥିରେ ଏହି ଅମାବାସ୍ୟା ପଡେ। ପୌଷମାସ ଅମାବାସ୍ୟା ଦିନଟି ବଉଳ ଅମାବାସ୍ୟା(ବକୁଳ ଲାଗି) ଭାବେ ପାରମ୍ପରିକ ରୀତିରେ ଓଡ଼ିଶାର ଘରେ ଘରେ ପାଳିତ ହୋଇଥାଏ।ସାଧାରଣତଃ ଏହି ସମୟରେ ଆମ୍ବ ଓ ପଣସ ଗଛଗୁଡ଼ିକରେ ବଉଳ ବା

ରକ୍ତ ରଞ୍ଜିତ ହେବ ସୁଲିଆ ପୀଠ

ବଲାଙ୍ଗୀର: ବଲାଙ୍ଗିର ପ୍ରସିଦ୍ଧ ସୁଲିଆ ଯାତ୍ରା ଆୟୋଜନ ନେଇ ନିଷ୍ପତ୍ତି । ୧୯ ତାରିଖରେ ସୁଲିଆ ଯାତ୍ରା ହେବ । ଖଇରିଗୁଡ଼ା ଠାରେ ସୁଲିଆ ଯାତ୍ରା କମିଟି ପକ୍ଷରୁ ବୈଠକରେ ନିଷ୍ପତ୍ତି ହୋଇଛି । ତେବେ ସବୁଥର ଭଳି ଏଥର ମଧ୍ୟ ବଳି ପକାଯିବ ବୋଲି ନିଷ୍ପତ୍ତି ହୋଇଛି। କୋଭିଡ଼ କଟକଣା ମାନି

ବାହାଘର ପ୍ରୋସେସନ୍ ପାଇଁ ମିଳିଲା ଅନୁମତି

ଭୁବନେଶ୍ୱର: କରୋନା କଟକଣା ମଧ୍ୟରେ ବିବାହ ଉତ୍ସବ ପାଇଁ ବରଯାତ୍ରୀଙ୍କ ପ୍ରୋସେସନ୍ ନିମନ୍ତେ ରାଜ୍ୟ ସରକାର ତରଫରୁ ମିଳିଲା ଅନୁମତି | ଏଣିକି ବର ଯିବାବେଳେ ବାଜା-ବାଣ ଓ ରୋଷଣୀ କରି ବରଯାତ୍ରୀମାନେ ଯାଇପାରିବେ । ତେବେ ଏହି ଲୋକଙ୍କ ସଂଖ୍ୟା ସର୍ବାଧିକ ୨୦୦ ହେବ ଏବଂ ସମସ୍ତ ପ୍ରକାରର କୋଭିଡ୍

ଓଡ଼ିଶାରେ ପହଞ୍ଚିଲା କରୋନା ଟିକା

ଭୁବନେଶ୍ୱର: ଆସିଲା ବଡ଼ ଖୁସି ଖବର | ଓଡ଼ିଶାରେ ଆସି ପହଞ୍ଚିଲା କରୋନା ଟିକା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା କୋଭିସିଲ୍ଡ ଟିକା । ପୁଣେର ସେରମ ଇନଷ୍ଟିଚ୍ୟୁଟରୁ ଟିକା ଆସିଥିବା ବେଳେ ଏହା ଏବେ ଓଡ଼ିଶାରେ ପହଞ୍ଚିଛି । ପ୍ରାଥମିକ ପର୍ଯ୍ୟାୟରେ ଓଡ଼ିଶାକୁ ୪୦ ହଜାର ୮୦୦ ବୋଟଲ ପଠାଇଛି