ପିଣ୍ଟୁ ନନ୍ଦଙ୍କ ଅବିସ୍ମରଣୀୟ ଅଭିନେତା କ୍ୟାରିୟର, ଅମର ରହିବ ତାଙ୍କ ନିଖୁଣ ଅଭିନୟ
ଓଡ଼ିଆ ଚଳଚ୍ଚିତ୍ର ଜଗତର ଏକ ଜଣାଶୁଣା ନାମ ପିଣ୍ଟୁ ନନ୍ଦ। ସେ ୧୯୭୭ ମସିହା ଜୁଲାଇ ୭ରେ ଜଗତସିଂହପୁର ଜିଲ୍ଲା ଓଡ଼ିଶ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଅଶୋକ କୁମାର ନନ୍ଦ ଓ ମାତା କାନ୍ତିଲତା ନନ୍ଦ। ସେମାନେ ଦୁଇ ଭାଇ ଓ ଗୋଟିଏ ଭଉଣୀ। ତାଙ୍କ ବଡ଼ ଭାଇ ଅଭିରାମ ନନ୍ଦ ଜଣେ!-->…