ଦେବକୁଣ୍ଡ ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ
ଦେବକୁଣ୍ଡ ଗସ୍ତରେ 5T ସଚିବ । ଉଦଳା ବ୍ଲକ ମୁଣ୍ଡାବାଇ ମା ଅମ୍ବିକାଙ୍କ ପୀଠ ଦେବକୁଣ୍ଡ ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ଦିନ ସାଢେ ୧୦ଟାରେ ଉପର ତାଳଡିହା ସ୍ଥିତ ହେଲିପ୍ୟାଡରେ ଓହ୍ଲାଇ ଦେବକୁଣ୍ଡ ଯାଇଥିଲେ । ଆଗାମୀ ଦିନରେ ଦେବକୁଣ୍ଡର ବିକାଶ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।!-->…
