Odia News Portal
Browsing Tag

odisha news

ଇରାନୀ କପ୍‌ରେ ଜୟସ୍ବାଲଙ୍କ ଦ୍ୱିଶତକ

ଗ୍ବାଲିୟରର କ୍ୟାପଟେନ୍‌ ରୁପ୍‌ ସିଂ ଷ୍ଟାଡିୟମରେ ଖେଳା ଯାଇଥିବା ଇରାନୀ କପ୍‌ ମୁକାବିଲାରେ ଅବଶିଷ୍ଟ ଭାରତ ଏକ ବୃହତ ସ୍କୋର ଆଡକୁ ଅଗ୍ରସର ହେଉଛି। ୨୦୨୧-୨୨ ସିଜନର ରଣଜୀ ଟ୍ରଫି ଚାମ୍ପିୟନ ମଧ୍ୟପ୍ରଦେଶ ଓ ଅବଶିଷ୍ଟ ଭାରତ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା

ବୋଲା ଟିନୁବୁ ନାଇଜେରିଆର ଶାସକ

ନାଇଜେରିଆର ଶାସକ ଅଲ୍‌ ପ୍ରୋଗ୍ରେସିଭ୍‌ କଂଗ୍ରେସ (ଏପିିସି) ନେତା ବୋଲା ଟିନୁବୁ ଶନିବାର-ରବିବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି। ଆଫ୍ରିକାର ସବୁଠୁ ଜନବହୁଳ ରାଷ୍ଟ୍ର ନାଇଜେରିଆରେ ଜଣେ ରାଜନୈତିକ ‘ଗଡ୍‌ ଫାଦର୍‌’ ଭାବେ ପରିଚିତ ଏହି ୭୦ ବର୍ଷୀୟ ଭେଟେରାନ୍‌

୪ ଦିନ ରେ ୪ ଡିଗ୍ରୀ।

ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ। ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ଭୁବନେଶ୍ବର ସମେତ ପଶ୍ଚିମ ଓଡ଼ିଶାର କେତେକ ସହରର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରି ଛୁଇଁବାର ସମ୍ଭାବନା ରହିଛି। ସର୍ବନିମ୍ନ ତାପମାତ୍ରାରେ

ଆଜିର ରାଶିଫଳ।

ମେଷ : ଆଜି ଆପଣ ଆଲସ୍ୟ ଏବଂ ବ୍ୟଗ୍ର ଅନୁଭବ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ ଅନ୍ୟଥା କାମ ବିଗିଡ଼ି ପାରେ। ଚାକିରି, ବ୍ୟାପାର କିମ୍ବା ଘରେ କାହାକୁ ଦୁଃଖ ଯେପରି ନ ପହଁଞ୍ଚିବ ଏହାର ଧ୍ୟାନ ରଖିବେ। କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ କାର୍ଯ୍ୟରେ ଯିବାକୁ ହୋଇପାରେ।

ବିଧାନସଭାରେ ପିଏମ୍‌ଜି ତାତି

ବିଜେପି ଯୁବମୋର୍ଚ୍ଚା କର୍ମୀ ଓ ପୁଲିସ୍‌ ମଧ୍ୟରେ ଗତ ମଙ୍ଗଳବାର ଦିନ ହୋଇଥିବା ସଂଘର୍ଷକୁ ନେଇ ବୁଧବାର ଦିନ ବିଧାନସଭା ହୁଲସ୍ତୁଲ ହୋଇଛି। ଏହି ପ୍ରସଙ୍ଗକୁ ଗଣ୍ଠି କରି ବିଜେପି ଲଗାତାର ଭାବେ ସରକାରଙ୍କୁ ଟାର୍ଗେଟ୍‌ କରିଥିଲା। ବିଜେଡି ବି କଡ଼ା ଭାଷାରେ ଜବାବ ଦେଇଥିଲା। ନବ ଦାସ

ପରଲୋକରେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ

ଅକାଳରେ ଚାଲିଗଲେ ପିଣ୍ଟୁ ନନ୍ଦ। ଅଭିନୟର ବିଭିନ୍ନ ରଙ୍ଗ ପରଶି ଓଡ଼ିଆ ଦର୍ଶକଙ୍କ ମନମୋହୁଥିବା ଅଭିନେତା ପିଣ୍ଟୁ ନନ୍ଦଙ୍କ ଅଭିନୟ ଜୀବନ ରଙ୍ଗମଞ୍ଚରେ ସମାପ୍ତ ହୋଇଛି। ଜୀବନ ନାଟକରେ ଯବନିକା ପଡ଼ିଛି ତାଙ୍କ ଭୂମିକାର। କିଛି ମାସ ହେବ ଲିଭର ସିରୋସିସ୍ ଭଳି ଦୂରାରୋଗ୍ୟ ବ୍ୟାଧି ସହ ଲଢ଼ୁଥିବା

ଖୁବଶିଘ୍ର ୪୦ହଜାର ଶିକ୍ଷକଙ୍କୁ ମିଳିବ ନିଯୁକ୍ତି:ସମୀର ରଞ୍ଜନ ଦାଶ

ଖୁବ୍ ଶୀଘ୍ର ପ୍ରାଥମିକ ସ୍କୁଲ ପାଇଁ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ପ୍ରକାଶ ସରିଛି। ସେହିପରି ହାଇ ସ୍କୁଲ ପାଇଁ ମଧ୍ୟ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ମଧ୍ୟ ବାହାରି ସାରିଛି। ମୋଟ ୪୦ ହଜାର ନିଯୁକ୍ତି ଶିକ୍ଷକ ନିଯୁକ୍ତି ନିମନ୍ତେ ସରକାର ପଦକ୍ଷେପ

ହୋମଗାର୍ଡଙ୍କୁ ଧରିଲା ଭିଜିଲାନ୍ସ

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଖନ୍ତାପଡ଼ା ଥାନା ଏଏସ ଆଇ ରତିକାନ୍ତ ଦାସ ଓ ହୋମଗାର୍ଡ ଶଶିକାନ୍ତ ମହାପାତ୍ର । ଏକ ମାମଲା ରଫାଦଫା କରିବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସେମାନଙ୍କୁ ଧରିଛି ଭିଜିଲାନ୍ସ। ଖନ୍ତାପଡ଼ା ଥାନା ପୋଲିସ କିଛି ଦିନ

ପୋଲରୁ ଅଟୋ ଖସି ୪ ଗୁରୁତର

ମୋହନା ଥାନା ଚାନ୍ଦିପୁଟ ହାଟପଦା ନିକଟରେ ମର୍ମନ୍ତୁଦ ସଡକ ଦୂର୍ଘଟଣା ।ବାଇକକୁ ପିଟି ପୋଲ ତଳକୁ ଖସିଲା ଅଟୋ । ଦୂର୍ଘଟଣାରେ ୬ ଜଣଙ୍କ ମଧ୍ୟରେ ୪ଜଣ ଗୁରୁତର ହୋଇ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି ।

 ନଡ୍ଡାଙ୍କୁ ଟ୍ୟାଗ୍ କରି ସସ୍ମିତ ପାତ୍ରଙ୍କ ଟୁଇଟ୍

ଗତକାଲିର ଘଟଣା ନେଇ ଜେପି ନଡ୍ଡାଙ୍କ ଦୃଷ୍ଟି ଆକର୍ଷଣ କଲେ ସସ୍ମିତା । ଜେପି ନଡ୍ଡାଙ୍କୁ ଟ୍ୟାଗ୍ କରି ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କ ଟୁଇଟ୍ । ଆପଣଙ୍କ କର୍ମକର୍ତ୍ତା ପୋଲିସକୁ କିଭଳି ନିର୍ଦ୍ଦୟ ପିଟୁଛନ୍ତି ଦେଖନ୍ତୁ ଲେଖିଛନ୍ତି ।