VSSUT ଛାତ୍ରୀ ଚିନ୍ମୟୀଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ରହସ୍ୟ
ସମ୍ବଲପୁର ଜିଲ୍ଲା ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ) ଛାତ୍ର ଚିନ୍ମୟୀ ପ୍ରିୟଦର୍ଶିନୀଙ୍କ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି । ଗତକାଲି ୟୁନିଭରସିଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ ଚିନ୍ମୟୀ । ମାତ୍ର ପରବର୍ତ୍ତୀ ସମୟରେ ରାତିରେ ସେ!-->…