ଜଳସେଚନ ଯନ୍ତ୍ରୀଙ୍କ ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲ୍ ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ହୋଇଛି।
ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ!-->!-->!-->…
