ନବଙ୍କ ହତ୍ୟା ଅଭିଯୁକ୍ତ ଗୋପାଳକୁ ମିଳିଛି ଥରେ ପଦୋନ୍ନତି , ବିଧାନସଭାରେ ଉତ୍ତର ରଖିଲେ ଗୃହରାଷ୍ଟ୍ର ମନ୍ତ୍ରୀ
ନବ ଦାସଙ୍କ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳ ଦାସଙ୍କୁ ଚାକିରି କାଳରେ ମିଳିଛି ଥରେ ପଦୋନ୍ନତି ଓ ଅନେକ ପୁରସ୍କାର । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ।
ସୁନ୍ଦରଗଡ ବିଧାୟକ କୁସୁସ ଟେଟେ ଗୋପାଳ ଦାସଙ୍କୁ ନେଇ ଗୃହରେ ପ୍ରଶ୍ନ କରିଥିଲେ!-->!-->!-->…