ପୁରୀ ଜିଲ୍ଲାରେ ଖୋଲିବ ୧୬ ଉପସ୍ବାସ୍ଥ୍ୟକେନ୍ଦ୍ର
ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକ୍ର ପଞ୍ଚାୟତ ସ୍ତରରେ ଖୋଲିବ ଆଉ ୧୬ ଉପସ୍ବାସ୍ଥ୍ୟକେନ୍ଦ୍ର। ୫ରୁ ୭ ହଜାର ଜନସଂଖ୍ୟା ବିଶିଷ୍ଟ ଗ୍ରାମରେ ଏହି ସ୍ବାସ୍ଥ୍ୟଉପକେନ୍ଦ୍ର ଉପଲବ୍ଧ ହେବ। ଔଷଧ ସୁବିଧା ସହ ଯୋଗ, ନିଦାନ, ଓପିଡି, ମାଗଣା ଔଷଧ ସେବା, ଟେଲି ପରାମର୍ଶ ସୁଯୋଗ ଉପଲବ୍ଧ ହେବ। ତେବେ ସେଠାରେ!-->…
