ବିଧାନସଭାରେ ନୂଆ ଜିଲ୍ଲା ଗଠନ ନେଇ ରାଜସ୍ବ ମନ୍ତ୍ରୀଙ୍କ ଘୋଷଣା
ରାଜ୍ୟରେ ନୂଆ ଜିଲ୍ଲା ଗଠନ ସଂପର୍କରେ ରାଜ୍ୟ ସରକାର ଠିକ୍ ସମୟରେ ଉପଯୁକ୍ତ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ପ୍ରମିଳା ମଲ୍ଲିକ । କଂଗ୍ରେସ ସଦସ୍ୟ ସନ୍ତୋଷ ସିଂ ସାଲୁଜା ଙ୍କ ପ୍ରଶ୍ନର ଉତ୍ତର ଦେଇ ରାଜସ୍ୱ!-->…
