ବିଧାନସଭା ଅଧିବେଶନରେ ଭର୍ଚୁଆଲ ମୋଡକୁ ବିରୋଧ :ସର୍ବଦଳୀୟ ବୈଠକ ବର୍ଜନ କଲା ବିଜେପି
ବିଧାନସଭା ଅଧିବେଶନର ଭର୍ଚୁଆଲ ମୋଡକୁ ବିରୋଧ କରି ସର୍ବଦଳୀୟ ବୈଠକକୁ ବର୍ଜନ କରିଛି ବିଜେପି । ସମସ୍ତେ ଗୃହକୁ ଆସି ଭାଗନେବାକୁ ଦାବି କରିଛି ଦଳ । ପାର୍ଲାମେଣ୍ଟ କିମ୍ବା ଅନ୍ୟ କୌଣସି ବିଧାନସଭାରେ ଭର୍ଚୁଆଲ ବ୍ୟବସ୍ଥା ନାହିଁ । ଓଡ଼ିଶା ବିଧାନସଭାରେ ଏଭଳି ବ୍ୟବସ୍ଥା କାହିଁକି ବୋଲି ସେ!-->…
