Odia News Portal
Browsing Tag

odisha news

ଜାଗର ତଥା ମହା ଶିବରାତ୍ରି ପାଇଁ ଚଳଚଞ୍ଚଳ ସମସ୍ତ ଶୈବପୀଠ ଓ ଉତ୍ସବମୁଖର ଭକ୍ତଗଣ

ରାତି ପାହିଲେ ମହାଦେବଙ୍କ ଜାଗର ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ବିଭିନ୍ନ ଶୈବପୀଠ। ଭୁବନେଶ୍ବରର ଶ୍ରୀଲିଙ୍ଗରାଜ, ପୁରୀର ଶ୍ରୀଲୋକନାଥ ଓ ଭଦ୍ରକ ଆରଡ଼ି ସ୍ଥିତ ବାବା ଆଖଣ୍ଡଳମଣିଙ୍କ ପୀଠରେ ଜାଗର ପାଇଁ ଜୋରଦାର ପ୍ରସ୍ତୁତି କରାଯାଇଛି, ଯାହା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

ଓଡିଶାକୁ ମିଳିବନି ସ୍ୱତନ୍ତ୍ର ପାହ୍ୟା: ନିର୍ମଳା ସୀତାରମଣ

ଓଡିଶାକୁ ମିଳିବନି ସ୍ୱତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା । ପ୍ରେସମିଟରେ ସ୍ପଷ୍ଟ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆଗାମୀ ଦିନରେ ଆଉ କୌଣସି ରାଜ୍ୟକୁ ସ୍ୱତନ୍ତ୍ର ପାହ୍ୟା ମିଳିବନି । ଏଥିଲାଗି ଅର୍ଥ କମିଶନ ତାଙ୍କ ରିପୋର୍ଟରେ ସୁପାରିସ କରିଛନ୍ତି । ଆନ୍ଧ୍ର ବିଭାଜନ ଆଧାରରେ

ମାଲବାହୀ ଟ୍ରେନ ଲାଇନଚ୍ୟୁତ

ମାଲବାହୀ ଟ୍ରେନର ୬ଟି ବଗି ଲାଇନଚ୍ୟୁତ । କିରଣ୍ଡଲରୁ ବିଶାଖାପାଟଣା ଯାଉଥିବା ବେଳେ ଲାଇନଚ୍ୟୁତ ହୋଇଛି । କୋରାପୁଟ ଷ୍ଟେସନର ୬ କିମି ଦୂର ସୁକୁ ନିକଟରେ ଲାଇନଚ୍ୟୁତ ହୋଇଛି । ଉଭୟ ପଟୁ ବିଶାଖାପାଟଣା- ଜଗଦଲପୁର ଟ୍ରେନ ବାତିଲ ।

ପୋଲିସକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଟାର୍ଗେଟ

ପୋଲିସକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଟାର୍ଗେଟ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିକରି ମରାଗଲା, କେହି ତ କ୍ଷମା ମାଗିଲେନି ଗୃହ ବିଭାଗ ମୁଖ୍ୟ ମୁଖ୍ୟମନ୍ତ୍ରୀ ମଧ୍ୟ ଘଟଣାରେ କ୍ଷମା ମାଗିଲେନି । ଧନୁପାଲି ଆଇଆଇସି ମୋତେ ମାରିଲେ ତାହାଲେ ମୁଁ କଣ ପାଇଁ କ୍ଷମା ମାଗିବି । ଆନ୍ଦୋଳନ

ଭୁବନେଶ୍ଵରରେ ବଜେଟ ପରବର୍ତ୍ତୀ ଆଲୋଚନାଚକ୍ରରେ ଅଭିଭାଷଣ ଦେଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଅମୃତକାଳ ପାଇଁ ମୂଳଦୁଆ ପକାଇବ ଚଳିତ ବର୍ଷ ବଜେଟ। ଭୁବନେଶ୍ଵରରେ ବଜେଟ ପରବର୍ତ୍ତୀ ଆଲୋଚନାଚକ୍ରରେ ଯୋଗ ଦେଇ ଏହା କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ କହିଛନ୍ତି, ୨୦୨୩-୨୪ ବଜେଟ ଅମୃତକାଳର ପ୍ରଥମ ବଜେଟ। ଏଥିରେ କ୍ୟାପିଟାଲ ଇନଭେଷ୍ଟମେଣ୍ଟ ପାଇଁ ୧୦ ଲକ୍ଷ

ଗୁଗଲ ଇଣ୍ଡିଆ କମ୍ପାନୀ ୪୫୩ କର୍ମଚାରୀଙ୍କୁ ଛଟେଇ

ଗୁଗଲ ଇଣ୍ଡିଆ କମ୍ପାନୀର ବିଭିନ୍ନ ବିଭାଗର ୪୫୩ କର୍ମଚାରୀଙ୍କୁ ଚାକିରିରୁ ବିଦା କରିଛି। କର୍ମଚାରୀମାନଙ୍କୁ ଇ-ମେଲ ମାଧ୍ୟମରେ ଚାକିରିରୁ ହଟାଇବା ବିଷୟରେ ମେଲ୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଗୁଗଲ ଇଣ୍ଡିଆର ମୁଖ୍ୟ ତଥା ଉପାଧ୍ୟକ୍ଷ ସଞ୍ଜୟ ଗୁପ୍ତା କର୍ମଚାରୀଙ୍କୁ ଏହି ଛଟେଇ ମେଲ

ହୁକ୍କା ବାର ଉପରେ ପ୍ରତିବନ୍ଧକ

ପଶ୍ଚିମବଙ୍ଗ ସରକାର ଶୁକ୍ରବାର ରାଜଧାନୀ କୋଲକାତାରେ ହୁକ୍କା ବାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ସରକାର କହିଛନ୍ତି ଯେ, ହୁକ୍କା ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ଏହି ନିଷେଧାଦେଶ ଘୋଷଣା କରି କୋଲକାତା ମେୟର ତଥା ଟିଏମ୍‌ସି ନେତା ଫିରହାଦ ହାକିମ କହିଛନ୍ତି, ରେଷ୍ଟୁରାଣ୍ଟରେ ହୁକ୍କା

ଟେଲି ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟା ମାମଲା

ଟେଲି ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟା ମାମଲାରେ ଅଭିନେତା ଶିଜାନ ଖାନ ଜେଲରେ ଅଛନ୍ତି। ତେବେ ଅଭିଯୁକ୍ତ ଶିଜାନଙ୍କ ବିରୋଧରେ ମିରାଭାୟନ୍ଦର ପୋଲିସ ୫୨୪ ପୃଷ୍ଠାର ଏକ ଚାର୍ଜସିଟ୍‌ ଦାଖଲ କରିଥିବା ଜଣାପଡିଛି। ଅନ୍ୟପଟେ,ଶୁକ୍ରବାର ବମ୍ବେ ହାଇକୋର୍ଟରେ ଶିଜାନଙ୍କ ଜାମିନ ଆବେଦନର

୫୦ ଦିନ ଲାଗିଥିଲା ନତାଶା ଙ୍କ ଡେର୍ସ

ଅଭିନେତ୍ରୀ ନତାଶା ଷ୍ଟାନକୋଭିକ୍‌ ଏବଂ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଫେବୃୟାରୀ ୧୪ ଅର୍ଥାତ୍‌ ଭାଲେଣ୍ଟାଇନ୍ସ୍‌ ଡେ’ରେ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହାର୍ଦ୍ଦିକ ଏବଂ ନତାଶା ୨୦୨୦ରେ କୋର୍ଟ ବିବାହ କରିଥିଲେ। ବର୍ତ୍ତମାନ ଏହି ଦମ୍ପତି ପୁନର୍ବାର ବିବାହ କରି ଚର୍ଚ୍ଚରେ

ସଜେଇ ହେଲେଣି ଲିଙ୍ଗରାଜ।

ପ୍ରତିବର୍ଷ ପରି ଏଥର ମଧ୍ୟ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଭଜନ ସମାରୋହ ଆୟୋଜନ କରାଯାଇଛି। ଏହି ୩୪ ତମ ଜାତୀୟସ୍ତରୀୟ ଭଜନ ସମାରୋହରେ ପୁଣି ଯୋଗେ ଦେବେ ଭାରତର ଖ୍ୟାତନାମା ଭଜନ ଗାୟିକା କଣ୍ଠଶିଳ୍ପୀ ଅନୁରାଧା ପୌଡ୍‌ୱାଲ୍‌।