Odia News Portal
Browsing Tag

odisha news

୫୦ ଦିନ ଲାଗିଥିଲା ନତାଶା ଙ୍କ ଡେର୍ସ

ଅଭିନେତ୍ରୀ ନତାଶା ଷ୍ଟାନକୋଭିକ୍‌ ଏବଂ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଫେବୃୟାରୀ ୧୪ ଅର୍ଥାତ୍‌ ଭାଲେଣ୍ଟାଇନ୍ସ୍‌ ଡେ’ରେ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହାର୍ଦ୍ଦିକ ଏବଂ ନତାଶା ୨୦୨୦ରେ କୋର୍ଟ ବିବାହ କରିଥିଲେ। ବର୍ତ୍ତମାନ ଏହି ଦମ୍ପତି ପୁନର୍ବାର ବିବାହ କରି ଚର୍ଚ୍ଚରେ

ସଜେଇ ହେଲେଣି ଲିଙ୍ଗରାଜ।

ପ୍ରତିବର୍ଷ ପରି ଏଥର ମଧ୍ୟ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଭଜନ ସମାରୋହ ଆୟୋଜନ କରାଯାଇଛି। ଏହି ୩୪ ତମ ଜାତୀୟସ୍ତରୀୟ ଭଜନ ସମାରୋହରେ ପୁଣି ଯୋଗେ ଦେବେ ଭାରତର ଖ୍ୟାତନାମା ଭଜନ ଗାୟିକା କଣ୍ଠଶିଳ୍ପୀ ଅନୁରାଧା ପୌଡ୍‌ୱାଲ୍‌।

ବରମୁଣ୍ଡାରୁ ଖଣ୍ଡଗିରି ନୂଆ ସର୍ଭିସ୍‌ ରୋଡ୍‌

ହକି ବିଶ୍ବକପ୍‌ ପରେ ଭୁବନେଶ୍ବରରେ ଜି-୨୦ ସମ୍ମିଳନୀର ବୈଠକ ଆୟୋଜିତ ହେବାକୁ ଯାଉଛି। ଏପ୍ରିଲ ୨୪ରୁ ୨୬ ଓ ମେ ୧୫ରୁ ୧୭ ପର୍ଯ୍ୟନ୍ତ ହେବାକୁ ଥିବା ଏହି ସମ୍ମିଳନୀରେ ୨୦ଟି ଦେଶରୁ ପ୍ରତିନିଧିମାନେ ଭୁବନେଶ୍ବର ଆସିବେ। ସେଥିପାଇଁ ସହରକୁ ସୁନ୍ଦର କରିବାକୁ ପୁଣି ଥରେ ଯୋଜନା ହୋଇଛି।

ବିସିସିଆଇ’ ମୁଖ୍ୟ ଚୟନକାରୀ ପଦବୀରୁ ଇସ୍ତଫା ଦେଲେ ଚେତନ ଶର୍ମା

ମନ୍ତବ୍ୟଜନିତ ବିବାଦ କାରଣରୁ ଆଜି ‘ବୋର୍ଡ ଅଫ୍‌ କଣ୍ଟ୍ରୋଲ୍‌ ଫର୍‌ କ୍ରିକେଟ୍‌ ଇନ୍‌ ଇଣ୍ଡିଆ’ର (ବିସିସିଆଇ) ମୁଖ୍ୟ ଚୟନକାରୀ ପଦବୀରୁ ଚେତନ ଶର୍ମା ଇସ୍ତଫା ଦେଇଛନ୍ତି। ତାଙ୍କର ଇସ୍ତଫା ପତ୍ରଟିକୁ ‘ବିସିସିଆଇ’ର ସମ୍ପାଦକ ଜୟ ଶାହ ମଧ୍ୟ ଗ୍ରହଣ କରିଛନ୍ତି ବୋଲି କୁହାଯାଉଛି। ଆଜି ଚେତନ

ବିଶ୍ବ ହିନ୍ଦୀ ସମ୍ମିଳନୀରେ ଫିଜି ରାଷ୍ଟ୍ରପତିଙ୍କ ପ୍ରିୟ ହିନ୍ଦୀ ସିନେମା

ଗୁରୁବାର ଦିନ ଫିଜିର ରାଜଧାନୀ ସୁବାରେ ଆୟୋଜିତ ବିଶ୍ବ ହିନ୍ଦୀ ସମ୍ମିଳନୀରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଫିଜିର ରାଷ୍ଟ୍ରପତି ୱିଲିଏମେ କାଟୋନୋଭିୟର୍‌ଙ୍କ ଉପରେ ହିନ୍ଦୀ ସିନେମାର ପ୍ରଭାବ ଏବଂ ତାଙ୍କର ପ୍ରିୟ ହିନ୍ଦୀ ଚଳଚ୍ଚିତ୍ର କଥା କହିଛନ୍ତି। ଜୟଶଙ୍କର

କେମିତି କଟିବ ଦିନ

ମେଷ : ଆପଣଙ୍କ ଦିନ ଆର୍ଥିକ ଏବଂ ବ୍ୟବସାୟ ଦୃଷ୍ଟିକୋଣରେ ଲାଭଦାୟୀ ରହିବ। ଧନଲାଭ ସହିତ ଲମ୍ବା ସମୟ ପାଇଁ ଧନର ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନରେ ଆଜି ଆପଣ ସୁସ୍ଥତା ଅନୁଭବ କରିବେ। ଆପଣଙ୍କ ଦିନ ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆମୋଦ-ପ୍ରମୋଦରେ କଟିବ। ଦିନର

ବରମୁଣ୍ଡାରୁ ଖଣ୍ଡଗିରି ନୂଆ ସର୍ଭିସ୍‌ ରୋଡ୍‌ ଉନ୍ନତୀକରଣ

ହକି ବିଶ୍ବକପ୍‌ ପରେ ଭୁବନେଶ୍ବରରେ ଜି-୨୦ ସମ୍ମିଳନୀର ବୈଠକ ଆୟୋଜିତ ହେବାକୁ ଯାଉଛି। ଏପ୍ରିଲ ୨୪ରୁ ୨୬ ଓ ମେ ୧୫ରୁ ୧୭ ପର୍ଯ୍ୟନ୍ତ ହେବାକୁ ଥିବା ଏହି ସମ୍ମିଳନୀରେ ୨୦ଟି ଦେଶରୁ ପ୍ରତିନିଧିମାନେ ଭୁବନେଶ୍ବର ଆସିବେ। ସେଥିପାଇଁ ସହରକୁ ସୁନ୍ଦର କରିବାକୁ ପୁଣି ଥରେ ଯୋଜନା ହୋଇଛି। ବିଶେଷକରି

ଗୋପାଳପୁର-ସମ୍ବଲପୁର ରେଳପଥ: କାମ ଆଗେଇଲା

ବହୁ ପ୍ରତୀକ୍ଷିତ ଗୋପାଳପୁର-ସମ୍ବଲପୁର ରେଳପଥ କାମ ଶେଷରେ ଆଗେଇଛି। ଓରିଡିଏଲ୍‌ (ଓଡ଼ିଶା ରେଳ ଭିତ୍ତିଭୂମି ବିକାଶ ଲିମିଟେଡ୍‌) ତରଫରୁ ଚୂଡ଼ାନ୍ତ ଲୋକେସନ୍‌ ସର୍ଭେ ବା ସ୍ଥଳ ସର୍ବେକ୍ଷଣ କାମ ଆରମ୍ଭ ହୋଇଛି। ଏଥିପାଇଁ ପ୍ରାଥମିକ ପର୍ଯ୍ୟାୟରେ ଗୋପାଳପୁର ବନ୍ଦରଠାରୁ ଜଗନ୍ନାଥପୁର

ଆସନ୍ତାକାଲି ଜାଗର: ଚଳଚଞ୍ଚଳ ଏକାମ୍ର କ୍ଷେତ୍ର

ଆସନ୍ତାକାଲି ମହାଶିବରାତ୍ରି । ଏଥିପାଇଁ ଚଳଚଞ୍ଚଳ ଏକାମ୍ର କ୍ଷେତ୍ର । ଶିବରାତ୍ରି ପାଇଁ ସମସ୍ତ ଶୈବପୀଠ ଗୁଡିକରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନିକଟରେ ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ହୋଇଛି । ଲିଙ୍ଗରାଜ ମହାପ୍ରଭୁଙ୍କ ଠାରେ ରାତି ୧୦ଟାରେ

ବର୍ଷା- ଅନୁଭବ ପାରିବାରିକ ବିବାଦ ମାମଲାର ଶୁଣାଣି ଶେଷ 

ବର୍ଷା- ଅନୁଭବ ପାରିବାରିକ ବିବାଦ ମାମଲାର ଶୁଣାଣି ଶେଷ । କୋର୍ଟରୁ ଗଲେ ବର୍ଷା-ଅନୁଭବ । ବର୍ଷାଙ୍କର ସାଖ୍ୟଗ୍ରହଣ ହୋଇଛି । ବର୍ଷା ପ୍ରିୟଦର୍ଶିନୀ ସମୟରେ ଆସି କୋର୍ଟରେ ଉପସ୍ଥିତ ହୋଇଥିଲେ । ଆଜି ଦୁଇଟି ପର୍ଯ୍ୟାୟରେ ଜେରା ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା । ଆଜି ପ୍ରକ୍ରିୟା ଅସଂପୂର୍ଣ୍ଣ