Odia News Portal
Browsing Tag

odisha news

ବିଜେଡି ନେତାଙ୍କୁ ସତର୍କ କରାଇଲେ ଚେଲା କୁମାର

ବିଜେଡି ନେତାଙ୍କୁ ସତର୍କ କରାଇଲେ ରାଜ୍ୟ କଂଗ୍ରେସର ପ୍ରଭାରୀ ଚେଲା କୁମାର । ଚେଲା କୁମାର କହିଛନ୍ତି ଯେ, ଆଜି ନବ ଦାସ, କାଲି ଆଉ କିଏ। ବିଜେଡିର ଦ୍ବିତୀୟ ଓ ତୃତୀୟ ଧାଡ଼ିର ନେତାଙ୍କୁ ସତର୍କ କରି ଚେଲା କହିଛନ୍ତି କାହାର ବି ନବ ଦାସଙ୍କ ଭଳି ଅବସ୍ଥା ହୋଇପାରେ । ଯେଉଁ ମାନେ ଦଳରେ ରହି

ନିଆଁରେ ପୋଡିଗଲା ୩୦ ବଖରା ଘର: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

ଆଜି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମରେ ଘଟିଯାଇଛି ଏକ ଭୟାବହ ଅଗ୍ନିକାଣ୍ଡ । ଏହି ନିଆଁର ଧାସରେ ଜଳିଯାଇଛି ୩୦ ବଖରା ଘର । ଅଗ୍ନିକାଣ୍ଡର କାରଣ ଏବେ ବି ଅସ୍ପଷ୍ଟ ରହିଥିବା ବେଳେ ନିଆଁକୁ ଆୟତ୍ତ କରିବା ପାଇଁ କାମାକ୍ଷାନଗର ଏବଂ ପରଜଙ୍ଗର ୨ଟି ଅଗ୍ନିଶମ ବାହିନୀ

ପୁଣି ବିଜେପି ନେତା ଜୟନାରାୟଣ ମିଶ୍ରଙ୍କ ଗୁଣ୍ଡାଗର୍ଦ୍ଦି

ଆଗ ଧମକ ପରେ ମହିଳା ଆଇଆଇସିଙ୍କୁ ଆକ୍ରମଣ । ପୁଣି ବିଜେପି ନେତା ଜୟନାରାୟଣ ମିଶ୍ରଙ୍କ ଗୁଣ୍ଡାଗର୍ଦ୍ଦି। ମହିଳା ପୋଲିସଙ୍କୁ ଆକ୍ରମଣ କଲେ ଜୟନାରାୟଣ । ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ଘେରାଉ ବେଳେ ଧସ୍ତାଧସ୍ତି ହୋଇଥିଲା । ପୋଲିସ ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲେ । ପ୍ରଥମେ

ନମ୍ବର ପ୍ଲେଟକୁ ନେଇ କଡାକଡି ହେଲା ନିୟମ; ଏଥର ଗଣିବେ ତଣ୍ଡ

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲାଗି ନଥିବା ଗାଡି ମାଲିକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନର ସମୟ ଆସିଛି । ଏଣିକି ଗାଡିରେ ଏଚଏସଆରପି ନମ୍ବର ନଥିଲେ ଗଣିବେ ମୋଟା ଅଙ୍କର ତଣ୍ଡ । ପରିବହନ ବିଭାଗ ତରଫରୁ ଏଭଳି ଗାଡି ଚାଳକମାନଙ୍କ ବିରୋଧରେ ଚାଲାଣ କାଟିବା ଆରମ୍ଭ କରି ସାରିଛି । ମିଳିଥିବା

ବାସ୍ତବ ପ୍ରସଙ୍ଗରୁ ନଜର ହଟାଇବାକୁ ବିଜେପିର ଆନ୍ଦୋଳନ: ବିଜେଡି

 ଓଡିଶା ବିଜେପିର ଏହି ଆନ୍ଦୋଳନ କେବଳ ଓଡିଶାର ବାସ୍ତବ ପ୍ରସଙ୍ଗରୁ ଲୋକଙ୍କ ନଜର ହଟାଇବାକୁ ଆଉ ଏକ ଦୁର୍ବଳ ପ୍ରୟାସ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାଶ ।ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଶ୍ରୀ ଦାଶ କହିଛନ୍ତି ଯେ କେନ୍ଦ୍ର ଦ୍ୱାରା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ

କୋଭିଡ-୧୯ : ୨୪ ଘଣ୍ଟାରେ ୧୦୨ ସଂକ୍ରମଣ

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା

ଆସିଲା ପୋଲିସଙ୍କ ପାଇଁ ନୂଆ ଗାଇଡଲାଇନ

ନବ ଦାସଙ୍କୁ ହତ୍ୟା ପରେ ପୋଲିସର ତତ୍ପରତା । ଭୁବନେଶ୍ୱର ଅର୍ବାନ ପୋଲିସ ଡିଷ୍ଟ୍ରିକ୍ଟ ବା ୟୁପିଡିରେ ଫିଟନେସ୍‌ ଚିନ୍ତା । ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ୭ସୂତ୍ରୀ ନିର୍ଦ୍ଦେଶାବଳୀ ଜାରି କରିଛି କମିଶନରେଟ ପୋଲିସ । ଆଇନ ଶୃଙ୍ଖଳା ବିଭାଗରେ କାର୍ଯ୍ୟରତ ଥିବା ପୋଲିସ କର୍ମଚାରୀଙ୍କ

କ୍ଵାଟରରୁ ମହିଳା କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ ଟାଉନ ଥାନା କାର୍ଯ୍ୟରତ ମହିଳା କନଷ୍ଟେବଳ ସୁନିତା ନାୟକଙ୍କ ଝୁଲନ୍ତା ମୃତ ଶରୀର ରିଜର୍ଭ ଲାଇନ ପୋଲିସ କ୍ଵାଟରରୁ ଉଦ୍ଧାର ହୋଇଛି। ସୁନିତାଙ୍କ ସ୍ୱାମୀ ଗଣେଶ୍ୱର ନାୟକ ରିଜର୍ଭ ପୋଲିସରେ କାର୍ଯ୍ୟରତ ଅଛନ୍ତି। ସୂଚନା ଅନୁସାରେ ଗତକାଲି ସେମାନଙ୍କ ମଧ୍ୟରେ କୌଣସି କାରଣରୁ

ରାଜଧାନୀରେ ମାତିଛନ୍ତି ମହିଳା ଲୁଟେରା

ରାଜ୍ୟ ରାଜଧାନୀରେ ବୁଲୁଛନ୍ତି ମହିଳା ଲୁଟେରା। ଧର୍ମାନୁଷ୍ଠାନକୁ ଯାଇ କରୁଛନ୍ତି ଲୁଟପାଟ। ଏଭଳି ଏକ ଗ୍ୟାଙ୍ଗକୁ କାବୁ କରିଛି କମିଶନରେଟ ପୋଲିସ । ୪ ଜଣ ମହିଳା ଲୁଟେରାଙ୍କ ପାଖରୁ ସୁନା ଚେନ ଜବତ କରିଛି ତମାଣ୍ଡୋ ଥାନା ପୋଲିସ । ପୋଲିସ ସୂଚନା ଅନୁସାରେ, ସୋମବାର ତମାଣ୍ଡୋ କ୍ରିକେଟ ଖେଳ

ଗୁରୁଡିଝାଟିଆ ଥାନାର କ୍ରିକେଟ ଷ୍ଟାଡିୟମ ଓ ସ୍ପୋର୍ଟସ ସ୍କୁଲକୁ ଉଦଘାଟନ କରିବେ ସୁରେଶ ରାଇନା

୫ ନଂ ଜାତୀୟ ରାଜପଥ ପାର୍ଶ୍ବରେ ଗୁରୁଡିଝାଟିଆ ଥାନାର କପୁରସିଂ ନିକଟରେ ୩୦ ଏକର ଜାଗାରେ ନିର୍ମିତ ହୋଇଛି କ୍ରିକେଟ ଷ୍ଟାଡିୟମ ଓ ସ୍ପୋର୍ଟସ ସ୍କୁଲ । ଜାତୀୟ କ୍ରିକେଟ ଏକାଡେମୀ ଢାଞ୍ଚାରେ ଖେଳାଳିଙ୍କୁ ପ୍ରଶିକ୍ଷଣ ଦିଆଯାଇ ଉତ୍ତମ କ୍ରୀଡା ବ୍ୟକ୍ତିତ୍ୱ ସୃଷ୍ଟି କରି ଆନ୍ତର୍ଜାତୀୟ ସ୍ତରରେ