Odia News Portal
Browsing Tag

odisha news

ବଢିବ ତାତି

ମାଡି ଆସୁଛି ଖରା। ଗତ ଦୁଇଦିନ ହେବ ସର୍ବାଧିକ ତାପମାତ୍ରା ସାମାନ୍ୟ କମିଥିବା ବେଳେ ଆସନ୍ତା ୨୪ ଘଣ୍ଟା ପରେ ବଦଳିବ ପାଗ। ଦୁଇଦିନ ହେଲା ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ଯୋଗୁଁ ସମତଳ ଏବଂ ପାହାଡିଆ ଅଞ୍ଚଳରେ ପାରଦ କମୁଥିଲା। ପ୍ରାୟ ଅଞ୍ଚଳରେ ରାତି ତାପମାତ୍ରା ସ୍ବାଭାବିକରୁ ଅଧିକ

ବେଆଇନ ପାର୍କିଂକୁ ହଟାଇବାକୁ ଗୃହ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର ଓ କଟକ ସହର ରାଜରାସ୍ଥାରେ କରିହେବ ନାହିଁ ପାର୍କିଂ । ବେଆଇନ ଗାଡ଼ି ପାର୍କିଂ କଲେ ଏଥର ନିଆଯିବ କଡ଼ା କର୍ଯ୍ୟାନୁଷ୍ଠାନ । ଏନଏଚ ଉପରେ ଗାଡ଼ି ଯିବା ଆସିବାରେ ଅସୁବିଧା ପରିଲକ୍ଷିତ ହେବାରୁ ଏକ ବଡ଼ ନିଷ୍ପତ୍ତି ନେଇଛି ଗୃହ ବିଭାଗ । ଗୃହ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏନଏଚ-୧୬

ଅନୁଷ୍ଠିତ ହୋଇଯାଇଛି ୮ମ ରାଜ୍ୟ ଟେଲି ପୁରସ୍କାର

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍ଡିସି) ମିଳିତ ସହଯୋଗରେ ୮ମ ରାଜ୍ୟ ଟେଲି ପୁରସ୍କାର ପ୍ରଦାନ ଉତ୍ସବ ଉତ୍କଳ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୧୯ ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଥିଲା। ସନ୍ଧ୍ୟାରେ ଅତିଥିଭାବେ ଓଡ଼ିଆ

ଚାଷୀଙ୍କ ହକ୍ ପାଇଁ ରାସ୍ତାରେ ବିଜେଡି

ଚାଷୀଙ୍କ ବିରୋଧରେ କେନ୍ଦ୍ର କରିଛି ଷଡ଼ଯନ୍ତ୍ର । କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଆରପାର ଲଢେଇ କରୁଛି ବିଜେଡି । ଆଜି ରାଜ୍ୟର ସମସ୍ତ ପଞ୍ଚାୟତରେ ବିଜେଡି ଚାଷୀଙ୍କ ସ୍ବାର୍ଥ ପାଇଁ ଆନ୍ଦୋଳନ କରିବ । ଗାଁ ଗାଁରେ କେନ୍ଦ୍ରକୁ ହକ୍ ମାଗିବେ ଚାଷୀ । କେନ୍ଦ୍ର ବଜେଟରେ ଧାନ

ଆଜିଠୁ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା

ଆଜିଠୁ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ଦେଶରେ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ଦେଉଛନ୍ତି ଦ୍ୱାଦଶ ପରୀକ୍ଷା। ଦଶମ ପରୀକ୍ଷା ଦେଉଛନ୍ତି ପ୍ରାୟ ୨୨ ଲକ୍ଷ ଛାତ୍ରଛାତ୍ରୀ। ଉଭୟ ପରୀକ୍ଷା ସକାଳ ୧୦ଟ ୩୦ରୁ ଆରମ୍ଭ ହେବ। ପରୀକ୍ଷା କେନ୍ଦ୍ର ଗୁଡ଼ିକରେ କଟକଣା କଡ଼ାକଡ଼ି

ମୌନରେ ଗୋପାଳ: ଚୌଦ୍ୱାର ଜେଲରେ କାଟିଲା ପ୍ରଥମ ରାତି

ବଦଳିଲା ଗୋପାଳର ଠିକଣା । ନବ ଦାସଙ୍କ ହତ୍ୟା ଅଭିଯୁକ୍ତର ନୂଆ ଠିକଣା ଚୌଦ୍ୱାର ସର୍କଲ ଜେଲ୍‌ । ହାଇସିକ୍ୟୁରିଟି ୩ ନମ୍ବର ସେଲରେ ଅଛି ଗୋପାଳ । ସେଲରେ କେବଳ ସେ ଏକୁଟିଆ ରହୁଛି । ଚୌଦ୍ୱାର ଜେଲରେ ପ୍ରଥମ ରାତି କାଟିଛି । ସ୍ଥାନାନ୍ତର ନେଇ କୋର୍ଟଙ୍କ ଅନୁମତି ପରେ ଗତକାଲି ତାକୁ କଡ଼ା

ଆଜି ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କ ସମ୍ମିଳନୀର ଦ୍ୱିତୀୟ ଦିନ, ୯ଟି ବିଷୟ ଉପରେ ହେବ ଚର୍ଚ୍ଚା

ଆଜି ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କ ସମ୍ମିଳନୀର ଦ୍ୱିତୀୟ ଦିନ । କୋଣାର୍କ ଇକୋ ରିଟ୍ରିଟରେ ଦ୍ୱିତୀୟ ଦିନ ଆଲୋଚନା କରାଯିବ । ଆଜି ୯ଟି ବିଷୟରେ ହେବ ଚର୍ଚ୍ଚା । ଓଡ଼ିଶା ଅର୍ଥନୀତିକୁ ଗତିଶୀଳ କରୁଛି ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମଇ, ଭିଜନ ଅଫ ନ୍ୟୁ ଓଡ଼ିଶା- ଦ ଡ୍ରିମ୍‌ ଅଫ ଦ ଜେନ୍‌ ଏକ୍ସ,

ଚକା ଫାଟିବାରୁ ବସ୍ ଦୁର୍ଘଟଣାଗ୍ରସ୍ତ:୪୦ ଆହତ

 ଚକା ଫାଟିବାରୁ ବସ୍ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ୪୦ ଜଣ ଲୋକ ଆହତ ହୋଇଥିବା ସୂଚନା । କୋଟଗଡ ଥାନା ପଣ୍ଡାଇର୍ପି ମୁଣ୍ଡାସାହି ନିକଟରେ ଦୁର୍ଘଟଣା ହୋଇଥିବା ସୂଚନା । ଦୁର୍ଘଟଣାଗ୍ରସ୍ତ ସାଲିଙ୍କୁ ବସ୍ ମୁନିଗୁଡାରୁ ଫୁଲବାଣୀ ଆସୁଥିଲା । ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ

ରାଜଧାନୀରେ ହେବ ନୀରବଚ୍ଛିନ୍ନ ଜଳଯୋଗାଣ ବ୍ୟବସ୍ଥା: ମୁଖ୍ୟମନ୍ତ୍ରୀ

ରାଜଧାନୀରେ ପୂରଣ ହୋଇଛି ଜଳ ବିଶୋଧନାଗାରର କ୍ଷମତା । ପାନୀୟ ଜଳର ଚାହିଦା ମେଣ୍ଟାଇବା ପାଇଁ ଜଳ ବିଶୋଧନାଗାରର କ୍ଷମତା ବୃଦ୍ଧି ହେବା ନିହାତି ଆବଶ୍ୟକ । ଏହାକୁ ଉପଲବ୍ଧି କରିବା ପରେ ଭୁବନେଶ୍ୱରକୁ ନୀରବଚ୍ଛନ୍ନ ଜଳଯୋଗାଣ ବ୍ୟବସ୍ଥାର ଉନ୍ନତୀକରଣ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି ।

ସୋଆରେ କେନ୍ଦ୍ର ବଜେଟକୁ ନେଇ ଆଲୋଚନାଚକ୍ର ଆୟୋଜିତ

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଠାରେ କେନ୍ଦ୍ର ବଜେଟକୁ ନେଇ ସୋମବାର ଏକ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି । ଦୈନିକ ଇଂରାଜୀ ସମ୍ବାଦପତ୍ର ବିଜନେସ୍ ଷ୍ଟାଣ୍ଡାର୍ଡ ଓ ଆଇବିସିଏସ ର ମିଳିତ ଆନୁକୂଲ୍ୟରେ