ଆଜିଠୁ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ମୁଖ୍ୟ ଶାସନ ସଚିବ
ପ୍ରଶାସନକୁ ଅଧିକ ଲୋକାଭିମୁଖୀ କରିବାକୁ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ଗୁରୁମନ୍ତ୍ର । ସମ୍ମିଳନୀରେ ଉପସ୍ଥିତ ରହିବେ ରାଜ୍ୟର ସମସ୍ତ ବରିଷ୍ଠ ଅଧିକାରୀ । ବିଭାଗୀୟ ସଚିବମାନେ ନିଜ ବିଭାଗର ରୋଡମ୍ୟାପ୍ ବାବଦରେ ପ୍ରେଜେଣ୍ଟେସନ ରଖିବେ ।
ସରକାରଙ୍କ ରୂପାନ୍ତରଣ!-->!-->!-->…
