ପୁଣି ସଙ୍କଟରେ ଶିମିଳିପାଳ,ଜଙ୍ଗଲରେ ଲାଗିଲା ନିଆଁ
ଶିମିଳିପାଳକୁ ବନାଗ୍ନି ସଙ୍କଟ। ହୁତୁ ହୁତୁ ହୋଇ ଜଳୁଛି ଶିମିଳିପାଳ। ଅଭୟାରଣ୍ୟର ଗୋଟିଏ ରେଞ୍ଜରେ ଲାଗିଛି ନିଆଁ। ନିଆଁ ପୁରା ଜଙ୍ଗଲକୁ ବ୍ୟାପିବାରେ ଲାଗିଛି। ରାତିରେ ଶିମିଳିପାଳ ଜଳିବାର ଚିତ୍ର ସାମ୍ନାକୁ ଆସିଛି। ପୋଡାଡିହା ରେଞ୍ଜ ଅଧିନ ଅନନ୍ତପୁର ବିଟ୍ ଅଞ୍ଚଳର ଉପର ବାରଡାଙ୍ଗୁଆ,!-->…
