ଓଏଚଆରସି ପଦରୁ ଇସ୍ତଫା ଦେଲେ ଜଷ୍ଟିସ ରଘୁବୀର ଦାସ
ଓଡିଶା ମାନବାଧିକାର କମିଶନର ଅଧ୍ୟକ୍ଷଙ୍କ ନିଯୁକ୍ତି ପ୍ରସଙ୍ଗ ନେଇ ଜଷ୍ଟିସ୍ ରଘୁବୀର ଦାଶ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟପାଳଙ୍କ ନିକଟକୁ ପଠାଇ ଦେଇଛନ୍ତି ।ଇସ୍ତଫା ସମ୍ପର୍କରେ ରଘୁବୀର ଦାସ କହିଛନ୍ତି, ଓଏଚଆରସିର ନୂଆ ଅଧ୍ୟକ୍ଷ ଭାବେ ଯାହାଙ୍କୁ!-->…
