ଚାଷୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ସହାୟତା, ମୟୂରଭଞ୍ଜ ଚାଷୀଙ୍କୁ ମିଳିଲା ସୁବର୍ଣ୍ଣରେଖା ପାଣି
ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ!-->…
