ନବ ଦାସଙ୍କ ବାସଭବନରେ ପହଞ୍ଚି ପରିବାର ଲୋକଙ୍କୁ ଆଶ୍ୱାସନା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଦିବଂଗତ ନେତା ନବ ଦାସଙ୍କ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ସୁରେଶ ପୂଜାରୀ। ଝାରସୁଗୁଡ଼ା ସରବାହାଲ ସ୍ଥିତ ଘରେ ନବଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ । ଦୁଃଖ ସମୟରେ ଧୈର୍ୟ୍ୟ ଧରିବାକୁ କହିଛନ୍ତି ଧର୍ମେନ୍ଦ୍ର ।ଗତ ଜାନୁଆରୀ ୨୯!-->…
