ପୋଲିସ-ମାଓବାଦୀ ଗୁଳି ବିନିମୟରେ ହାର୍ଡକୋର ମାଓବାଦୀ ନିହତ
ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବା ବେଳେ ଘଟଣା ସ୍ଥଳରୁ ଜବାନମାନେ ଗୋଟିଏ ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି!-->…
