Odia News Portal
Browsing Tag

odisha news

ଆଜି ଓଡିଶା ଆସିବେ ମମତା, କାଲି ପୁରୀରେ ଶ୍ରୀଜିଉଙ୍କ ଦର୍ଶନ

ଆଜି ଓଡିଶା ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆଜି ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚି ପୁରୀ ଯିବା କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବେ ଟିଏମସି ସୁପ୍ରିମୋ । ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମମତା

ଆର୍ଥିଂ ତାର ଲାଗି ଚାଲିଗଲା ଶିଶୁର ଜୀବନ

 ଦାଣ୍ଡରେ ଖେଳୁଥିବା ବେଳେ ବିଦ୍ୟୁତ ଖୁଣ୍ଟରେ ଗୁଡ଼ା ଯାଇଥିବା ଆର୍ଥିଂ ତାର ଲାଗି ୪ ବର୍ଷର ଶିଶୁର ମୃତ୍ୟୁ ହୋଇଛି। ଭଦ୍ରକ ଜିଲ୍ଲା ଧାମନଗର ଏନଏସିର ମୁଲ୍ଲା ସାହିରେ ଘଟିଛି ଏଭଳି ଦୁଃଖଦ ଘଟଣା। ଶିଶୁଟି ଦାଣ୍ଡରେ ଖେଳୁଥିବା ବେଳେ ଅସାବଧାନତାବଶତଃ ଘର ପାଖରେ ଥିବା ବିଦ୍ୟୁତ ଖୁଣ୍ଟରେ ଗୁଡା

ରଥଯାତ୍ରା ପାଇଁ ଉତ୍ତର ଘୁମୁସର ବନଖଣ୍ଡରୁ ୨୯ ଗଛ ଚିହ୍ନଟ

ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ମାତା ସୁଭଦ୍ରାଙ୍କ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ରଥ କାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥି ନିମନ୍ତେ କିଛି ଦିନ ପୂର୍ବରୁ ରଥଯାତ୍ରା କମିଟିର କିଛି ସେବାୟତ ଉତ୍ତର ଘୁମୁସର ବନଖଣ୍ଡର କର୍ମଚାରୀ ମିଶି ବିଭିନ୍ନ ଜଙ୍ଗଲରେ ରଥକାଠ

୬୫ ବର୍ଷୀୟା ବୃଦ୍ଧାଙ୍କୁ ଅଧା ଖାଇଗଲା ସୁନାବେଡ଼ା ଅଭୟାରଣ୍ୟର ମହାବଳ ବାଘ

ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ଅଧୀନ କୋମନା ଥାନା ଜଳମଡେଇ ଗାଁରେ ଜଣେ ବୃଦ୍ଧାଙ୍କୁ ଘର ପଛପଟୁ ମହାବଳ ବାଘ ଘରୁ ଟାଣି ନେଇ ଖାଇ ଯାଇଥିବା ସୂଚନା ମିଳିଛି। ବୃଦ୍ଧାଙ୍କ ନାଁ ସାନମତି ବାରିକ(୬୫) ବୋଲି ଜଣା ପଡ଼ିଛି।ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଜଳମଡେଇ ଗାଁର ସାନମତି ଘର

ନବ ଦାସ ହତ୍ୟା ପ୍ରସଙ୍ଗ:ପୁଲିସ-ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି

ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ ବେଳେ ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ବିଧାନସଭା ଘେରାଉ ପାଇଁ ଯିବା ବେଳେ ପୁଲିସ ସହ କିଛି ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଥିଲେ। ନବ ଦାସ ହତ୍ୟା ପ୍ରସଙ୍ଗରେ ଭଟଲି ବିଧାୟକ ସୁଶାନ୍ତ ସିଂହଙ୍କୁ

ସରିଲା ମାଟ୍ରିକ ପରୀକ୍ଷା, ଏପ୍ରିଲ ୩ରୁ ଖାତାଦେଖା

ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜି ସରିଛି । ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଥିଲା। ରାଜ୍ୟର ମୋଟ ୩୨୧୮ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଇଥିଲା। ମାର୍ଚ୍ଚ ୧୦ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା। ଏଣେ ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ

ପ୍ରଶ୍ନପତ୍ର ଲିକ୍ ହୋଇନି: ସମୀର ଦାଶ

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଖଣ୍ଡନ । ଗୃହ ବାହାରେ ଖଣ୍‌ଡନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି ମୋ ପାଖରେ ଲିକ୍ ହୋଇଥିବା ନେଇ କିଛି ଖବର ନାହିଁ କି ବିଭାଗ ପାଖରେ ମଧ୍ୟ ନାହିଁ । ମ୍ୟୁ ପୁରୀ ଜିଲ୍ଲା ଶିକ୍ଷାଧିକାରୀଙ୍କ ସହ କଥା ହୋଇ

ଭାରତ ଆମର ପ୍ରକୃତ ବନ୍ଧୁ :- ଶେଖ ହସିନା

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତକୁ ପ୍ରକୃତ ବନ୍ଧୁ ଆଖ୍ୟା ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ବନ୍ଧୁତା ବଜାୟ ରଖିବା ଉପରେ ମଧ୍ୟ ସେ ଜୋର ଦେଇଛନ୍ତି। ବାଂଲାଦେଶ-ଭାରତ ବନ୍ଧୁତ୍ୱ ପାଇପଲାଇନର ଉଦଘାଟନ ଅବସରରେ ସେ ଏକଥା କହିଛନ୍ତି।ଶେଖ ହସିନା କହିଛନ୍ତି, ରୁଷିଆ-ୟୁକ୍ରେନ ଯୁଦ୍ଧ ହେତୁ

Disney କରିବ ୪ ହଜାର କର୍ମଚାରୀଙ୍କ ଛଟେଇ: ଚିହ୍ନଟ କରିବା ପାଇଁ ମ୍ୟାନେଜରଙ୍କୁ ନିର୍ଦ୍ଦେଶ

ମନୋରଞ୍ଜନ କ୍ଷେତ୍ରରେ ଖୁବ ନାଁ କମାଇଥିବା ଡିସନି କର୍ମଚାରୀଙ୍କ ଉପରେ ନେଇଛି ଏକ ବଡ ପଦକ୍ଷପ । ନିଜର କର୍ମଚାରୀ କ୍ଷମତାରେ ହ୍ରାସ କରିବା ନେଇ ନିଷ୍ପତ୍ତି ନେଇଛି କମ୍ପାନୀ । ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମଧ୍ୟରୁ ୪ ହଜାର କର୍ମଚାରୀଙ୍କୁ ଛଟେଇ କରିବା ପାଇଁ କମ୍ପାନୀର ଯୋଜନା ରହିଛି

ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ

ଦ୍ୱିତୀୟ ଦିନିକିଆରେ ଏକତରଫା ଭାବରେ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ । ଭାରତ ଦେଇଥିବା ୧୧୮ ରନର ଚୋଟ ଲକ୍ଷ୍ୟକୁ ମାତ୍ର ୧୧ ଓଭରରେ ପୂରଣ କରିଥିବା ବେଳେ ଏହି ମ୍ୟାଚକୁ ୧୦ ୱିକେଟରେ ଦଳ ଜିତି ନେଇଛି । ତେବେ ଅଷ୍ଟ୍ରେଲିଆର ଦୁଇ ଓପନର ଟ୍ରାଭିସ ହେଡ ଏବଂ ମିଚେଲ ମାର୍ଶଙ୍କ ଦମଦାର ଅର୍ଦ୍ଧଶତକ