୧୬ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା
ଭୁବନେଶ୍ୱର: ଆଜି ରାଜ୍ୟର ୧୬ ଜିଲ୍ଲାକୁ ବର୍ଷା ଥିବାବେଳେ ବିଶେଷ କରି ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ପଡ଼ିବା ନେଇ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ!-->…
