ନଜର ପକାନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ଅପଡେଟ୍
ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି ଦୈନିକ ସଂକ୍ରମଣ ହାର । ତେବେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୭୩୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ!-->…
