Odia News Portal
Browsing Tag

odisha news

ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: କରୋନାରେ ବରିଷ୍ଠ ଫୁଟବଲ୍‌ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ ଦେହାନ୍ତ ହୋଇଛି । ତେବେ ତାଙ୍କ ମୃତ୍ୟୁରେ ସମସ୍ତ କ୍ରୀଡା ଜଗତରେ ଦୁଃଖର ଛାୟା ଖେଳିଯାଇଛି

କରୋନାରେ ବରିଷ୍ଠ ଫୁଟବଲ୍‌ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗୁଥିବା ସମୟରେ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି ।ତେବେ କରୋନା ସଂକ୍ରମଣରେ ବହୁ ବରିଷ୍ଠ ଲୋକଙ୍କର ପରଲୋକ ଘଟୁଥିବା ସମୟରେ ଆଜି ବରିଷ୍ଠ ଫୁଟବଲ୍‌ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କ

ବଢୁଛି ସଂକ୍ରମଣ: ୮୭୩୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମିବାର ନା ଧରୁନି ସଂକ୍ରମଣ ।କିଛି ଦିନ ହେବ ରାଜ୍ୟରେ ସାମାନ୍ୟ ମାତ୍ରାରେ ସଂକ୍ରମଣ କମିଥିବା ସମୟରେ ଆଜି ପୁଣି ଥରେ ବଢ଼ିବାରେ ଲାଗିଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ୮୩୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣର ମାତ୍ରା ସାମାନ୍ୟ ହ୍ରାସ ପାଇବା ପରେ । ପୁଣି ଆଉ ଥରେ ବୃଦ୍ଧି ପାଇଛି ସଂକ୍ରମିତଙ୍କ ସଂଖ୍ୟା ।ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । “ୟଶ୍” ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଅଞ୍ଚଳ ଯଥା ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲା ଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ସନ୍ଧ୍ୟା ସାଢ଼େ ୬ରେ ତାଲାବନ୍ଦ ନେଇ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ଵପୂର୍ଣ୍ଣ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଲକ୍ ଡାଉନ୍ ବୃଦ୍ଧି ହେବ କି ନାହିଁ ତାଉପରେ ସାରା ରାଜ୍ୟବାସୀଙ୍କ ନଜର ଥିବା ସମୟରେ ଆଜି ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟରେ ତାଲାବନ୍ଦ ଏବଂ କରୋନା ସ୍ଥିତିକୁ ନେଇ କିଛି ଗୁରୁତ୍ଵପୂର୍ଣ୍ଣ ସୂଚନା ଦେବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଓଡ଼ିଶାର କରୋନା ସଂକ୍ରମଣ

କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ୧୦ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ବର୍ତ୍ତମାନ ଧିମା ପଡିଛି ସଂକ୍ରମଣର ମାତ୍ରା ଧିରେ ଧିରେ କମିବାରେ ଲାଗିଛି। ଲଗାତାର ତୃତୀୟ ଦିନରେ କରୋନାର ଦୈନିକ ସଂକ୍ରମଣ ଦୁଇ ଲକ୍ଷରୁ କମ୍ ଆସିଛି। କରୋନାର ଦ୍ୱିତୀୟ ଲହରରେ ମୃତ୍ୟୁ ସଂଖ୍ୟା ତିନି ହଜାରରୁ ଅଧିକ ରହିଛି| କରୋନା ସହିତ ବ୍ଲାକ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର: ଆରମ୍ଭ ହୋଇଛି ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଆରମ୍ଭ ହୋଇଛି।ଦୁଇବର୍ଷ ତଳେ ମେ’ ୨୯ରେ ୫ମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ ନବୀନ ପଟ୍ଟନାୟକ।ପଞ୍ଚମ ପାଳିର ଦୁଇବର୍ଷ ପୂର୍ତ୍ତି

ଭୁବନେଶ୍ୱର ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିୟାଲ ସର୍ଭେ କରିବା ସହ ସ୍ଥିତିର ସମୀକ୍ଷା କରିବେ ମୋଦୀ । ତେବେ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ନିମନ୍ତେ ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଯଥା