Sign in
Sign in
Recover your password.
A password will be e-mailed to you.
Browsing Tag
odisha news
ଏସିଆ କପ୍ ଦୁଇ ବର୍ଷ ପାଇଁ ସ୍ଥଗିତ
ନୂଆଦିଲ୍ଲୀ: ଏସିଆ କପ୍ ୨୦୨୧ ଇଭେଣ୍ଟକୁ ଦୁଇ ବର୍ଷ ପାଇଁ ସ୍ଥଗିତ ରଖିଲା ଏସିସି| ଏସୀୟ କ୍ରିକେଟ୍ ପରିଷଦ (ଏସିସି) ରବିବାର ଏହାର ସୂଚନା ଦେଇଛି। ଘାତକ କରୋନା ଭାଇରସ୍ ଯୋଗୁଁ କ୍ରିକେଟ୍ କ୍ୟାଲେଣ୍ଡରରେ ଲଗାତାର ପରିବର୍ତ୍ତନ ହେବ ଏବଂ ସମୟ ନମିଳିବାରୁ ଏସିଆ କପ-୨୦୨୧କୁ ସ୍ଥଗିତ ରଖିବାକୁ!-->…
ବାଲେଶ୍ୱର ଓ ଭଦ୍ରକରେ ଏସଆରସିଙ୍କ ବାତ୍ୟା ପ୍ରସ୍ତୁତି ସମୀକ୍ଷା
ବାଲେଶ୍ଵର: ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟସ୍ ।ତେବେ ଆଇଏମ୍ ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି!-->…
ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ‘ବାତ୍ୟା ୟସ୍ ‘
ଭୁବନେଶ୍ୱର:ଆସନ୍ତାକାଲି ବାତ୍ୟାର ରୂପ ନେବ ୟସ୍।ଆଇଏମ୍ ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି ଆଇଏମ୍ ଡି!-->…
ବୁଲା ପ୍ରାଣୀଙ୍କ ପାଇଁ ଆଉ ୫୫ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ କରୋନା ବୃଦ୍ଧିକୁ ନଜରରେ ରଖି ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ୍ ଜାରି କରିଛନ୍ତି ରାଜ୍ୟ ସରକାର ।ତେବେ ଏହି ସମୟରେ ବୁଲା ଗାଈ ଗୋରୁ, କୁକୁର ଆଦି ପ୍ରାଣମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ!-->…
ଆଜି ଆଉ ୨୮ ସଂକ୍ରମିତଙ୍କ ପ୍ରାଣ ନେଲା କରୋନା
ଭୁବନେଶ୍ୱର: ରାଜ୍ୟ ଆଡ଼କୁ ଏବେ ବାତ୍ୟା ପ୍ରକୋପ ମାଡ଼ି ଆସୁଥିବା ସମୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି ।ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୫୨ ଜଣ କୋଭିଡ଼ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ନେଇଛି କରୋନା। ଏହାକୁ!-->…
ରେକର୍ଡ ସଂଖ୍ୟକ ସଂକ୍ରମିତ: ଦିନକରେ ୧୨୮୫୨ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମଣ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୯୨୩୮୨ ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୫୭!-->…
ଆସୁଛି ବାତ୍ୟା ‘ୟଶ୍’: ପ୍ରସ୍ତୁତି ନେଇ ଏସଆରସିଙ୍କ ସୂଚନା
ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡି ଆସୁଛି ବାତ୍ୟା ୟଶ୍। ଏନେଇ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ଟ୍ୱିଟ କରି ସୂଚନା ଦେଇଛି । ଆଜି ସକାଳେ ଏହା ଲଘୁଚାପର ରୂପ ନେଇଥିବା ସମୟରେ ଆଗାମୀ ୨୪!-->…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡି ଆସୁଛି ବାତ୍ୟା ୟାସ୍ । ଏନେଇ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ଟ୍ୱିଟ କରି ସୂଚନା ଦେଇଛି । ଆଜି ସକାଳେ ଏହା ଲଘୁଚାପର ରୂପ ନେଇଥିବା ସମୟରେ ଆଗାମୀ!-->…
ରାଜ୍ୟରେ ଦିନକରେ ୧୧୧୦୮ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କମିବାର ନା ଧରୁନି ସଂକ୍ରମଣ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୯୫୩୦ ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮୯ ଜଣ ସ୍ଥାନୀୟ!-->…
