Odia News Portal
Browsing Tag

odisha news

ଆଜି ରଜ ସଂକ୍ରାନ୍ତି

ଭୁବନେଶ୍ୱର: ଆଜି ରଜର ଦ୍ୱିତୀୟଦିନ ଅଥବା ରଜ ସଂକ୍ରାନ୍ତି । ଗାଁଠୁ ସହର ସବୁଠି ହୋଇ ଉଠିଛି ଉତ୍ସବ ମୁଖର । ତେବେ କରୋନା କଟକଣା ମଧ୍ୟରେ ସୀମିତ ରହିଛି ଚଳିତବର୍ଷର ରଜ ପର୍ବ । ରଜର ୨ୟ ଦିନ ରଜ ସଂକ୍ରାନ୍ତି ବା ମିଥୁନ ସଂକ୍ରାନ୍ତି। ଏହାପରେ ବର୍ଷା ଋତୁ ଆରମ୍ଭ ହୁଏ। ରଜରେ ନୂତନ ପୋଷାକ,

ଆଜି ଶୀତଳଷଷ୍ଠୀ

ଭୁବନେଶ୍ୱର: ଗୋଟିଏ ବର୍ଷର ପ୍ରତୀକ୍ଷା ପରେ ପୁଣିଥରେ ସେହିଦିନ ଉପନୀତ ହୋଇଛି। ମଙ୍ଗଳବାର ରାତିରେ ଦେବଦେବ ମହାଦେବ ମାତା ପାର୍ବତୀଙ୍କ ସହ ବିବାହ ପାଇଁ ବରବେଶରେ ବାହାରିବେ। ମଙ୍ଗଳ ରାତି ବୁଧ ପାହାନ୍ତିର ମାହେନ୍ଦ୍ର ବେଳାରେ ଜଟାଧାରୀ ମହାଦେବଙ୍କର ଜଗତ୍ଜନନୀ ମାତା ପାର୍ବତୀଙ୍କ ସହ

ଆକ୍ସନ ମୁଡ୍‌ରେ ପାଟପୁର ପୋଲିସ

ଗଞ୍ଜାମ: ଆକ୍ସନ ମୁଡ୍‌ରେ ଗଞ୍ଜାମ ଜିଲ୍ଲା ପାଟପୁର ପୋଲିସ । ବେଆଇନ ଭାବେ ଚାଲିଥିବା ଫ୍ୟାକ୍ଟ୍ରି ଉପରେ କରିଛି ଚଢ଼ାଉ । ବେଆଇନ ଭାବେ ନାମୀ ଦାମୀ କମ୍ପାନୀର କୋଲଡ୍ରିଙ୍କ, ପାଣୀ ଓ କୁରକୁରି ତିଆରି କରି ମାର୍କେଟକୁ ପଠାଉଥିବା କମ୍ପାନୀ ଉପରେ ଚଢ଼ାଉ । ପୋଲିସ ଚଢ଼ାଉ କରି ପେକିଙ୍ଗ ମେସିନ,

ବାପାଙ୍କ ଅସୁସ୍ଥ ଖବର ପାଇ ଦେଖିବାକୁ ଯାଉଥିଲେ, ଦୁର୍ଘଟଣାରେ ଚାଲିଗଲା ପୁଅ ବୋହୂଙ୍କ ଜୀବନ

ବୌଦ୍ଧ: ବାପା ଅସୁସ୍ଥ ଥିବା ଖବର ପାଇ ସ୍ତ୍ରୀ ଓ ପରିବାର ଲୋକଙ୍କ ସହ ଦେଖା କରିବାକୁ ବାହାରିଥିଲା ପୁଅ । ମେଡିକାଲରେ ପହଞ୍ଚିବା ପୂର୍ବରୁ ଘଟିଲା ଦୁର୍ଘଟଣା । ଚାଲିଗଲା ପୁଅ ବୋହୂଙ୍କ ଜୀବନ । ଆଉ ଏବେ ବି ଗୁରୁତର ଅବସ୍ଥାରେ ଚିକତ୍ସିତ ହେଉଛନ୍ତି ୩ଜଣ । ବୌଦ୍ଧ ଜିଲ୍ଲାରୁ ଆସିଛି ଏଭଳି

୨୪ ଘଣ୍ଟାରେ ସର୍ବାଧିକ ୪୦ ଜୀବନ ନେଲା କିଲର୍ ଭାଇରସ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି ସଂକ୍ରମଣର ମାତ୍ରା କିନ୍ତୁ କରୋନା ମୃତ୍ୟୁ କିନ୍ତୁ ଥମିବାର ନାଁ ଧରୁନି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସମୟରେ ସର୍ବାଧିକ ୪୦ ଜଣ ଆକ୍ରାନ୍ତ ଜୀବନ ନେଇଛି ମହାମାରୀ। ଏହାକୁ ମିଶାଇ ରାଜ୍ୟରେ ମୋଟ୍

ରାଜ୍ୟରୁ ଆଜି ୮୩୯୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ସାମାନ୍ୟ ଅବସ୍ଥାକୁ ଫେରୁଛି ସଂକ୍ରମଣର ଟ୍ରାକ ।ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୨୧୩୧ ରେ ପହଞ୍ଚିଛି ।ଆଜିର ସଂକ୍ରମିତଙ୍କ ମଧ୍ୟରୁ ୪୭୪୧ ଜଣ

ନୂତନ ଟିକାକେନ୍ଦ୍ର ଖୋଲିବାକୁ ଜଟଣୀ କଂଗ୍ରେସର ଦାବିପତ୍ର

ଜଟଣୀ : ଜଟଣୀ ଅଞ୍ଚଳରେ କରୋନା ମହାମାରୀର ସଂକ୍ରମଣ ଦିନକୁ ଦିନ ଭୟାବହ ହେଉଥିବାରୁ ଜଟଣୀ ଜନସାଧାରଣ ଏବେ ଆତଙ୍କିତ ଅବସ୍ଥାରେ |ଉଭୟ ଜଟଣୀ ସହର ଏବଂ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଚାଲିଛି |ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ବଢ଼ି ଚାଲିଛି |ନିକଟରେ କରୋନାରେ

ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ଜିନ୍ଦଲ ପ୍ଲାଣ୍ଟରେ ଲୋକାର୍ପିତ ହେଲା କୋଭିଡ୍ କେୟାର ସେଣ୍ଟର୍

ଅନୁଗୋଳ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ଜିନ୍ଦଲ ପ୍ଲାଣ୍ଟରେ ଲୋକାର୍ପିତ ହେଲା କୋଭିଡ୍ କେୟାର ସେଣ୍ଟର୍ ।ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଗସ୍ତରେ ଯାଇ ଜିନ୍ଦଲ ହେଲିପ୍ୟାଡରେ ଓହ୍ଲାଇଥିଲେ । ଏହାପରେ ସେ ଜିନ୍ଦଲ ପ୍ଲାଣ୍ଟ ପରିସରରେ ନିର୍ମିତ ୨୭୦

ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: କରୋନାରେ ବରିଷ୍ଠ ଫୁଟବଲ୍‌ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ ଦେହାନ୍ତ ହୋଇଛି । ତେବେ ତାଙ୍କ ମୃତ୍ୟୁରେ ସମସ୍ତ କ୍ରୀଡା ଜଗତରେ ଦୁଃଖର ଛାୟା ଖେଳିଯାଇଛି