Sign in
Sign in
Recover your password.
A password will be e-mailed to you.
Browsing Tag
odisha news
କରୋନାରୁ ସୁସ୍ଥ ହେବାର ୩ ମାସ ପରେ ଟିକା
ନୂଆଦିଲ୍ଲୀ: ଟୀକାକରଣ ନେଇ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ । କରୋନା ସଂକ୍ରମଣରୁ ସୁସ୍ଥ ହେବାର ୩ ମାସ ପରେ କରୋନା ଟିକା ନେଇପାରିବେ ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରୀ କରାଯାଇଛି । ଏନେଇ କେନ୍ଦ୍ର ସରକାରଙ୍କ!-->…
ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ୱର : ବିଶିଷ୍ଟ ଶିଳ୍ପୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ । କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ପ୍ରଶାନ୍ତ । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ପରଲୋକ ହୋଇଛି ।
୪୭ବର୍ଷୀୟ ପ୍ରଶାନ୍ତ ଜଣେ ପୂର୍ବତନ ରଣଜୀ!-->!-->!-->…
କରୋନା ସମୟରେ ଯାଜପୁରବାସୀଙ୍କ ଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ
*ଯାଜପୁରରେ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲକୁ ମିଳିଲା ଅନୁମୋଦନ ।
ଜାଣନ୍ତୁ ୨ ସପ୍ତାହର ତାଲାବନ୍ଦ୍ ଅବଧିରେ କଣ ରହିବ ଖୋଲା…
ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣର ମାତ୍ରା ବୃଦ୍ଧି ପାଉଥିବା ସମୟରେ ଆଉ ୨ ସପ୍ତାହ ପର୍ଯ୍ୟନ୍ତ ଲକ୍ ଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛି । ଲକଡାଉନ୍ ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।
ତେବେ ଲକଡାଉନ୍ ସମୟରେ ମାଲ୍ ପରିବହନ ଉପରେ!-->!-->!-->…
ରାଜ୍ୟରେ ଆଉ ୨୨ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ!-->…
ସଂକ୍ରମଣ ବୃଦ୍ଧି: ରାଜ୍ୟରେ ୧୦୩୨୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୭୭୯ ଜଣ!-->…
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ସର୍ବଦଳୀୟ ବୈଠକ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଶାସକ ବିରୋଧୀ ବୈଠକ ।ସୋମବାର ସନ୍ଧ୍ୟା ୫ଟା ୩୦ ମିନିଟରେ ବିଧାନସଭା ସମ୍ମିଳନୀ କକ୍ଷରେ ବୈଠକ ବସିବ । ସବୁ ଦଳର ବିଧାୟକମାନେ ଭାଗ ନେବା ପାଇଁ ବ୍ୟବସ୍ଥା କରାଯାଇଛି। ଖୁବ୍ ଶୀଘ୍ର ବିଧାନସଭା ସଚିବାଳୟ ପକ୍ଷରୁ ସବୁ ବିଧାୟକମାନଙ୍କୁ ଏ!-->…
କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ ନିର୍ଦ୍ଦେଶ
*ଘରୋଇ ଓ ସରକାରୀ ଚିକିତ୍ସା କେନ୍ଦ୍ରରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ ।
ଭର୍ଚୁଆଲରେ ବିଜୁ ଯୁବ ଜନତା ଦଳର କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ
ଭୁବନେଶ୍ବର: ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ର ସାମାଜିକ ଅନୁଷ୍ଠାନ 'ଓଡ଼ିଶା ମୋ ପରିବାର' ସମସ୍ତ ସାମାଜିକ କାର୍ଯ୍ୟ କୁ ସମଗ୍ର ରାଜ୍ୟରେ ତ୍ବରାନ୍ବିତ କରୁଅଛି।ଏହି ପରିପ୍ରେକ୍ଷୀରେ ଯୁବ ବିଜେଡ଼ି ରାଜ୍ୟ ସଭାପତି ତଥା ମାନ୍ୟବର ବିଧାୟକ!-->…
