Odia News Portal
Browsing Tag

odisha news

ଜୁନ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିରରେ ଜଗା ଦର୍ଶନ

ଭୁବନେଶ୍ବର: ରାଜ୍ୟରେ ଦ୍ଵିତୀୟ ଲହର ଚାଲୁଥିବା ସମୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏବଂ ଏହି ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହି

ସୁଟିଂ ଉପରେ ଲାଗିଲା ରୋକ୍‌, ବଢ଼ିଲା ନିର୍ମାତାଙ୍କ ଅସୁବିଧା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ ।ଆଉ ଏହା ମଧ୍ୟରେ ଫିଲ୍ମ ଓ ଟେଲିଭିଜନ୍‌ ସିରିଏଲ୍‌ ଜଗତକୁ ଲାଗିଛି ବଡ଼ ଝଟକା । ସଂକ୍ରମଣକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଟେଲିଭିଜନ୍‌ ସିରିଏଲ୍‌ ସୁଟିଂ ଉପରେ ରୋକ୍‌ ଲଗାଇଛନ୍ତି ଏସଆରସି । ରାଜ୍ୟରେ ଇନ୍ ଡୋର୍ ଓ ଆଉଟ୍

କରୋନାରେ ଜନମଙ୍ଗଳ କାର୍ଯ୍ୟ ପାଇଁ ଆଗେଇ ଆସିଲେ ୩ ସ୍ୱେଚ୍ଛାସେବୀ ସଂଗଠନ

ଭୁବନେଶ୍ବର: ଓଡିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ନିସ୍ୱାର୍ଥପର ସେବା ସଂଗଠନ (Yours hope), କ୍ଲବ୍ ସତ୍ୟବାଦୀ ଓ ଗରିବର ସାଥୀ ଅନୁଷ୍ଠାନ ପକ୍ଷରୁ ସତ୍ୟବାଦୀର ସାକ୍ଷୀଗୋପାଳଙ୍କ ମନ୍ଦିର ଓ ତାର ଚତୁଃପାର୍ଶ୍ଵର, ଚନ୍ଦନ ଚକଡା, ଆଖପାଖର ଗ୍ରାମ, ସାହି ଗୁଡ଼ିକୁ ସାନିଟାଇଜିଂ କରାଯାଇଛି।

ବରିଷ୍ଠ ନାଗରିକଙ୍କୁ ଘରେ ଭାକ୍ସିନ୍ ଦେବା ନିଷ୍ପତିକୁ ସ୍ୱାଗତ ଜଣାଇଲେ ବିଜେପି ନେତା ସିଦ୍ଧାର୍ଥ ସିଂହ

ଭୁବନେଶ୍ବର: ବ୍ରହ୍ମପୁର ପୌରପାଳିକା ପକ୍ଷରୁ ସୋମବାରଠାରୁ ଘରଘର ବୁଲି ବରିଷ୍ଠ ନାଗରିକଙ୍କୁ କୋଭିଡ୍ ଭାକ୍ସିନ୍ ଦେବା ନିଷ୍ପତିକୁ ସ୍ୱାଗତ କରିବା ସହ ଅଶେଷ ଧନ୍ୟବାଦ ଜଣାଇଛନ୍ତି ଖଣ୍ଡପଡାର ପୂର୍ବତନ ବିଧାୟକ ତଥା ବିଜେପି ନେତା ସିଦ୍ଧାର୍ଥ ଶେଖର ସିଂହ | ଶ୍ରୀ ସିଂହ କହିଛନ୍ତି ଯେ

ବରିଷ୍ଠ ନାଗରିକଙ୍କ ଘରୁ ସାମ୍ପୁଲ ସଂଗ୍ରହ କରିବ ବିଏମସି

ଭୁବନେଶ୍ବର: ବରିଷ୍ଠ ନାଗରିକଙ୍କ ପାଇଁ ଟେଷ୍ଟିଂ ସୁବିଧା ଯୋଗାଇଲା ବିଏମସିି। ସୋମବାରଠୁ ୬୦ରୁ ଅଧିକ ବୟସ୍କ ଯେଉଁମାନେ ଟେଷ୍ଟିଂ ସେଣ୍ଟରକୁ ଆସିପାରୁ ନାହାନ୍ତି ସେମାନଙ୍କ ଘରକୁ ବିଏମସି ପଠାଇବ ମୋବାଇଲ୍ ଟିମ୍ ।ବରିଷ୍ଠ ନାଗରିକଙ୍କ ଘରକୁ ଯାଇ ନମୂନା ସଂଗ୍ରହ କରାଯିବା ସହ ଟିକା କେନ୍ଦ୍ରକୁ

କୋଭିଡ୍ ସ୍ଥିତି ନେଇ ସର୍ବଦଳୀୟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍ ସ୍ଥିତି ଧିରେ ଧିରେ ବିଗିଡିବାରେ ଲାଗିଛି ।ତେବେ କରୋନା ସ୍ଥିତିର ମୁକାବିଲା ପାଇଁ ଆସନ୍ତା ୧୭ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବୈଠକ ୧୭ ତାରିଖରେ ବିଧାନସଭାର ସମ୍ମିଳନୀ କକ୍ଷରେ ବସିବ। ଆଲୋଚନାରେ ସମସ୍ତ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ରଖିଲେ ପ୍ରହ୍ଲାଦ ଯୋଶୀ

ଭୁବନେଶ୍ବର: ୪ଜିଲ୍ଲାରେ ବଢ଼ିବ ବେଡ ସଂଖ୍ୟା । ସମ୍ବଲପୁର, ସୁନ୍ଦରଗଡ, ଝାରୁସୁଗୁଡା ଓ ଅନୁଗୁଳ ଜିଲ୍ଲାରେ ୫୫୦ ବେଡ୍ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଏମସିଏଲକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର