ୟୁପିରେ ବିଦ୍ୟୁତକର୍ମୀଙ୍କ ଧର୍ମଘଟ
ହାଇକୋର୍ଟ କଠୋର ହେବା ପରେ ଏବେ ୟୁପି ସରକାର ମଧ୍ୟ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ତେଣୁ ସରକାର ୬୫୦ ଚୁକ୍ତିଭିତ୍ତିକ ଶ୍ରମିକମାନଙ୍କ ସେବା ସମାପ୍ତ କରିଦେଇଛନ୍ତି । ଏହାସହ କର୍ମଚାରୀ ମାନଙ୍କୁ ଉପସ୍ଥାପନା ନକରିବାରୁ ୭ଟି ଏଜେନ୍ସି ବିରୋଧରେ ମାମଲା ରୁଜୁ ହୋଇଛି । ଅନ୍ୟପକ୍ଷରେ!-->…