Odia News Portal
Browsing Tag

odisha news

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ରଖିଲେ ପ୍ରହ୍ଲାଦ ଯୋଶୀ

ଭୁବନେଶ୍ବର: ୪ଜିଲ୍ଲାରେ ବଢ଼ିବ ବେଡ ସଂଖ୍ୟା । ସମ୍ବଲପୁର, ସୁନ୍ଦରଗଡ, ଝାରୁସୁଗୁଡା ଓ ଅନୁଗୁଳ ଜିଲ୍ଲାରେ ୫୫୦ ବେଡ୍ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଏମସିଏଲକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

୧୦ ହଜାର ତଳକୁ ଖସୁନି ସଂକ୍ରମଣ: ଦିନକରେ ୧୦,୬୪୯ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୦ ହଜାର ୬୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୫୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ୫ ଜିଲ୍ଲାରେ ଦିନକରେ ୫ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୫୫୭ ଜଣ

ଆକ୍ସନ ମୋଡରେ ପୋଲିସ୍: ବାଧ୍ୟତାମୂଳକ ହେଲା ଅନୁମତି ପତ୍ର

ଭୁବନେଶ୍ବର: ଅମନିଆଙ୍କୁ ନାହିଁ ନିସ୍ତାର । ରାଜ୍ୟରେ ସଂକ୍ରମଣ ରୋକିବା ପାଇଁ ୧୪ ଦିନିଆ ଲକଡାଉନ ଘୋଷଣା କରାଯାଇଥିବା ସମୟରେ କେବଳ ଜରୁରୀ ସେବାରେ ନିୟୋଜିତ କର୍ମଚାରୀଙ୍କ ପାଇଁ କଟକଣା କୋହଳ କରାଯାଇଛି । ତେବେ ଏହି ସମୟରେ କିଛି ଅମାନିଆ ନିୟମ ନ ମାନି ବୁଲା ବୁଲି କରୁଥିବା ଖବର ଆସିବା ପରେ

ସଂକ୍ରମଣ ନେଉଛି ଜୀବନ: ଆଉ ୧୭ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୮୨ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସମୟରେ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୩୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

କମୁଛି ସଂକ୍ରମଣ: ଦିନକରେ ୯୭୯୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କମୁଛି ସଂକ୍ରମଣ ।ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୯୭୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫୪୬୬୬ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୫୯ ଜଣ ସ୍ଥାନୀୟ ବାସିନ୍ଦା

ସାଙ୍ଘାତିକ କରୋନାସ୍ଥିତି: ଦିନକରେ ୧୦୦୩୧ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ସ୍ଥିତି ଭୟାନକ ରୂପ ଧାରଣ କରିବାରେ ଲାଗିଛି ।ଗତ କାଲିର ସଂକ୍ରମଣ ସଂଖ୍ୟା ଅପେକ୍ଷା ଆଜି ଚିହ୍ନଟ ସଂକ୍ରମିତ ସଂଖ୍ୟା କମିଥିଲେ ମଧ୍ୟ ଏତେ ସଂଖ୍ୟକ ସଂକ୍ରମିତ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇବାରେ ଲାଗିଛନ୍ତି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ