Odia News Portal
Browsing Tag

odisha news

ଦିଲ୍ଲୀରେ ଲକ୍‌ଡାଉନ୍‌ ମେ ୩ ଯାଏଁ ବୃଦ୍ଧି

ନୂଆଦିଲ୍ଲୀ: ଦିଲ୍ଲୀରେ ବୃଦ୍ଧି ହେଲା ଲକ୍‌ଡାଉନ୍‌ ଅବଧି । ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଲକ୍‌ଡାଉନକୁ ଆଉ ସପ୍ତାହେ ବୃଦ୍ଧି କରାଯାଇଛି ଦୈନିକ ମାମଲା କମିଥିଲେ ମଧ୍ୟ ସଂକ୍ରମଣ ହାର ଅଧିକ ଥିବାରୁ ସତର୍କତା ମୂଳକ ପଦକ୍ଷେପ ଭାବେ ଜାତୀୟ ରାଜଧାନୀରେ ଲକଡାଉନକୁ ମେ ୩

୨୬ରେ ପ୍ରାର୍ଥୀପତ୍ର ଦାଖଲ କରିବେ କଂଗ୍ରେସ ଯୋଦ୍ଧା ବିଶ୍ୱକେଶନ

ପିପିଲି: ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା ଲାଗିରହିଥିଲା । ସ୍ୱର୍ଗତ ଅଜିତ୍ ମଙ୍ଗରାଜଙ୍କ ପରିବାରରୁ ପ୍ରାର୍ଥୀ କରି ଅନୁକମ୍ପା ଭୋଟ ଆଶାରେ ରହିଥିଲା ରାଜ୍ୟ କଂଗ୍ରେସ । ହେଲେ ଦିବଂଗତ ନେତା ଅଜିତ୍ ମଙ୍ଗରାଜଙ୍କ ପରିବାରରୁ

ମେ’ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

*ଶ୍ରୀମନ୍ଦିର ବନ୍ଦ ନିଷ୍ପତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା | *କରୋନା ସଂକ୍ରମଣକୁ ଦେଖି ମେ ୧୫ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଜଗା ଦର୍ଶନ ବନ୍ଦ |

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ

ଖୋର୍ଦ୍ଧାରୁ ଧରାପଡିଲା କୋଟିଏ ଟଙ୍କାର ଧଳାଜହର

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଧରାପଡିଲା କୋଟିଏ ଟଙ୍କାର ଧଳା ଜହର । ପ୍ରାୟ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି ଏସ୍‌ଟିଏଫ୍‌ ଟିମ୍‌ । ବ୍ରାଉନ୍‌ସୁଗାର କାରବାର ଅଭିଯୋଗରେ ଏସ୍‌ଟିଏଫ୍‌ ୪ଜଣଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରେ ବ୍ରାଉନ୍‌ସୁଗାର

ରେକର୍ଡ଼ ଭାଙ୍ଗିଲା କରୋନା: ଦିନକରେ ୬୬୪୭ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ

ସପ୍ତାହାନ୍ତ ସଟଡାଉନ୍: ଚେକ୍‌ ପୋଷ୍ଟରେ ଜୋରଦାର ଚେକିଂ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ସପ୍ତାହାନ୍ତ ସଟଡାଉନ୍ । ଶୁକ୍ରବାର ରାତି ୯ଟାରୁ ସୋମବାର ସକାଳ ୫ଟା ପର୍ଯ୍ୟନ୍ତ ଜାରି ରହିବ ସଟଡାଉନ୍ । ଏହା ରାଜ୍ୟର ସମସ୍ତ ସହରାଞ୍ଚଳରେ ଲାଗୁ ହୋଉଛି । ଟ୍ୱିନ୍‌ ସିଟି କଟକ ଏବଂ ଭୁବନେଶ୍ବରରେ ସଟ୍‌ଡାଉନ୍‌ କଡାକଡି ଯାଞ୍ଚ କରାଯାଉଛି |

ଡିଜିଟାଇଜେସନ୍ ହେବ ବିଧାନସଭାର ଆଲୋଚନା ଓ ରିପୋର୍ଟ

ଭୁବନେଶ୍ୱର : ବିଧାନସଭା ବୈଠକର ସମସ୍ତ ଅ।ଲୋଚନା ବିବରଣୀ ଏବଂ ବିିଭିନ୍ନ କମିଶନର ରିପୋର୍ଟ ଡିଜିଟାଇଜେସନ୍ କରିବାକୁ ହୋଇଥିବା ନିଷ୍ପତ୍ତି ପରିପ୍ରେକ୍ଷୀରେ ଏ ପର୍ଯ୍ୟନ୍ତ ହୋଇଥିବା କାର୍ଯ୍ୟପ୍ରଗତି ଉପରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର