ରାଜ୍ୟରେ ଆଜି ୬୨୧୫ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୧୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୬୦୪ ଜଣ କ୍ବାରେଣ୍ଟାଇନ୍ରେ!-->…
