Odia News Portal
Browsing Tag

odisha news

କରୋନାରୁ ସୁସ୍ଥ ହେଲେ ଶ୍ରମିକଙ୍କ ହିରୋ ସୋନୁ ସୁଦ୍

ମୁମ୍ବାଇ: କରୋନାରୁ ସୁସ୍ଥ ହୋଇଛନ୍ତି ଅଭିନେତା ସୋନୁ ସୁଦ୍ । ଆଜି କରୋନାରୁ ସୁସ୍ଥ ହୋଇ ଫେରିଛନ୍ତି ସୋନୁ । ଆଉ ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଟ୍ୱିଟ କରି ସୋନୁ ନେଗେଟିଭ୍ ଥିବା ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ, ଗତ ୧୭ ତାରିଖରେ ସୋନୁ କରୋନା ପଜିଟିଭ ଚିହ୍ନଟ ହେବା

ସପ୍ତାହନ୍ତ ସଟଡାଉନରେ ଘଣ୍ଟାଏ କୋହଳ

*ଘଣ୍ଟାଏ କୋହଳ ସମୟରେ ମର୍ଣ୍ଣିଂ ୱାର୍କ ଓ ସାଇକେଲିଂ କରିପାରିବେ ଲୋକେ | *ଏନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା | *ଶୁକ୍ରବାର ରାତି ୯ଟାରୁ ସୋମବାର ସକାଳ ୫ଟା ଯାଏଁ ଲାଗିବ ଓ୍ୱିକେଣ୍ଡ୍ ସଟଡାଉନ୍ |

ରାଜ୍ୟରେ ଆଜି ୬୨୧୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୧୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୬୦୪ ଜଣ କ୍ବାରେଣ୍ଟାଇନ୍‌ରେ

ସହରୀ ଉନ୍ନୟନ ଭିତ୍ତିକ କାର୍ଯ୍ୟକ୍ରମରେ ଏସଏଚଜି ମିଶନଶକ୍ତି ମହିଳା

ଭୁବନେଶ୍ୱର: ମିଶନଶକ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନଙ୍କୁ ଆତ୍ମ ନିର୍ଭରଶୀଳ କରାଇବା ଏବଂ ସେମାନଙ୍କର ଜୀବନ ଓ ଜୀବିକା ପ୍ରୋତ୍ସାହନ ଉଦେଶ୍ୟରେ ୧୦ ହଜାର ରୁ ଉର୍ଦ୍ଧ ମିଶନଶକ୍ତି ମହିଳାସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା ବିଭିନ୍ନ ସହରୀ

ଯାଜପୁରର ରଘୁନାଥ ମନ୍ଦିରରେ ପ୍ରଭୁ ରଘୁନାଥଙ୍କ ଜନ୍ମୋତ୍ସବ….

ଯାଜପୁର: ଐତିହର ବାର୍ତ୍ତାବହ ଯାଜପୁରର ରଘୁନାଥ ମନ୍ଦିର । ଯାଜପୁର ସହର ବୈତରଣି ନଦୀ କୂଳରେ ରଘୁନାଥ ମନ୍ଦିର ରହିଛି। ପୁରାଣ ଅନୁସାରେ ପବିତ୍ର ରାମନବମୀ ଦିନ ପ୍ରଭୁଙ୍କ ଜନ୍ମ ଦିନ ପାଳନ କରାଯାଏ । ଏହି ଦିନ ଭୋର ଚାରିଟାରେ ପୂଜକ ପ୍ରଥମେ ଠାକୁରଙ୍କୁ ସ୍ନାନ କରନ୍ତି। ଏହାପରେ ପଞ୍ଚମ

ଚାଲିବ ୩ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର : ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଦୁଇ ଯୋଡ଼ା ଦୂରଗାମୀ ବିଶେଷ ଟ୍ରେନ୍ ଏବଂ ଏକ ଯୋଡ଼ା ବିଶେଷ ପାସେଞ୍ଜର ଟ୍ରେନ୍ ଚଳାଇବାକୁ ରେଳବାଇ ନିଷ୍ପତି ହୋଇଛି । ୦୬୧୭୦/୦୬୧୬୯ ଭିଲୁପୁରମ୍-ପୁରୂଲିଆ-ଭିଲୁପୁରମ୍ ସ୍ପେଶାଲ୍ ୫ ମଇ ଠାରୁ ଭିଲୁପୁରାମରୁ ପ୍ରତ୍ୟେକ ବୁଧବାର ଏବଂ ଶନିବାର

ହାଇଦରର ମୁଖ୍ୟ ସହଯୋଗୀ ୟାକୁବ୍ ଖାଁର ଆତ୍ମସମର୍ପଣ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟାର ହାଇଦର ଫେରାର୍ ମାମଲାରେ ପୋଲିସ ତନାଘନା ଚଳାଇଥିବା ବେଳେ ହାଇଦରର ମୁଖ୍ୟ ସହଯୋଗୀ କୁହାଯାଉଥିବା ୟାକୁବ୍ ଖାଁ କଟକ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କରିଛି । ସେ କଟକ ବଡମେଡିକାଲରେ ହାଇଦରକୁ ବାରମ୍ବାର ଭେଟି ବିରିୟାନୀ ଖାଇବାକୁ ଦେଇଥିବା କଥା ମାନିଥିବା ବେଳେ