Odia News Portal
Browsing Tag

odisha news

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ୪ ମୃତ

କୋଲକାତା: ପଶ୍ଚିମବଙ୍ଗରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏହି ପର୍ଯ୍ୟାୟରେ ୫ ଟି ଜିଲ୍ଲାର ୪୪ ଟି ଆସନ ପାଇଁ ମତଦାନ କରାଯାଉଛି ।ତେବେ କୁଚବିହାରର ସିତାଲକୁଚିରେ ବିଜେପି ଓ ଟିଏମସି କାର୍ଯ୍ୟକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ବୁଥ୍ ନମ୍ବର ୨୮୫ରେ ଥିବା ମତଦାନ

ମାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ତାରିଖରେ ହେବନାହିଁ ପରିବର୍ତ୍ତନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘୁଞ୍ଚିବ ନାହିଁ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ । ଆଜି ସ୍କୁଲ୍ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ

ରାଜଧାନୀ ଦିଲ୍ଲୀରେ ସମସ୍ତ ସ୍କୁଲ-କଲେଜ୍ ବନ୍ଦ

ନୂଆଦିଲ୍ଲୀ: ସମଗ୍ର ଦେଶରେ କରୋନାର ଦ୍ଵିତୀୟ ଲହର ଆରମ୍ଭ ହୋଇଯାଇଛି | ଦୈନିକ ଲକ୍ଷାଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବଡ

‘ସମଲେଇ’ ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କ ଆକର୍ଷଣୀୟ ପ୍ୟାକେଜ୍ ଘୋଷଣା

*ଥଇଥାନ ଓ ପୁନର୍ବାସ ପ୍ୟାକେଜ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ *ପୂଜାରୀଙ୍କ ପାଇଁ ଜମି ବଦଳରେ ଜମି ଓ ଘର ପାଇଁ ସହାୟତା *ପ୍ରକଳ୍ପ କୁ ଆଗେଇ ନେବା ପାଇଁ ସମସ୍ତ ଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ।

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଭୁବନେଶ୍ୱର: ଆଜି ଅପରାହ୍ଣରେ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ତେବେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଆଜି କି ବାର୍ତ୍ତା ଦେବେ ତା ଉପରେ ରହିଛି ସମସ୍ତଙ୍କ ନଜର । ରାଜ୍ୟରେ ଲଗାତାର ବଢାଚାଲିଛି କରୋନା ସଂକ୍ରମଣ । କରୋନା ସଂପର୍କରେ ମୁଖ୍ୟମନ୍ତ୍ରୀ