Odia News Portal
Browsing Tag

odisha news

କଂଗ୍ରେସ ଦଳରୁ ଇସ୍ତଫା ଦେଲେ ସ୍ମୃତିରେଖା ପହି

ଧର୍ମଶାଳା: କଂଗ୍ରେସ ଦଳରୁ ଇସ୍ତଫା ଦେଲେ କଂଗ୍ରେସ କର୍ମୀ ସ୍ମୃତିରେଖା ପହି । କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ସେ ଆଜି ଇସ୍ତଫା ଦେଇଛନ୍ତି ।ସେ ତାଙ୍କର ଇସ୍ତଫା ପତ୍ର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି । ୨୦୧୯ ସାଧାରଣ ନିର୍ବାଚନରେ ଧର୍ମଶାଳାରୁ ଲଢିଥିଲେ

ରାଜ୍ୟରେ କୋଭିଡ଼ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ବୃଦ୍ଧି ପାଉଥିବାରୁ ଆକ୍ସନ ମୋଡ଼କୁ ଆସିଛନ୍ତି ରାଜ୍ୟ ସରକାର ।ରାଜ୍ୟରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ମୁଖ୍ୟ ଶାସନ