Odia News Portal
Browsing Tag

odisha news

୨ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ରାୟଗଡ଼ା: ଆଜି ରାୟଗଡ଼ା ପୋଲିସ ନିକଟରେ ଦୁଇଜଣ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଥିବା କଥା ଏସ୍‌ପି ବିବେକାନନ୍ଦ ଶର୍ମା କହିଛନ୍ତି । ଆତ୍ମସମର୍ପଣ କରିଥିବା ଦୁଇ ଆତଙ୍କବାଦୀ ହେଲେ, ସୁନାବେଡ଼ା ଏରିଆ କମିଟି ତଥା ମେନପୁର-ନୂଆପଡ଼ା ଡିଭିଜନ୍‌ର ଏରିଆ କମିଟି ଦସ୍ୟମଙ୍କୁ ଓୟାମ୍‌ ଓରଫ୍‌

ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୨୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ସଂକ୍ରମିତଙ୍କ

କରୋନା କଟକଣା ଭିତରେ ଗଡ଼ିବ ପାସେଞ୍ଜର/ମେମୁ ଟ୍ରେନ୍‌

ଭୁବନେଶ୍ବର: କରୋନା କଟକଣା ମଧ୍ୟରେ ଆସିଲା ଯାତ୍ରୀଙ୍କ ପାଇଁ ଖୁସି ଖବର। ପାସେଞ୍ଜର/ମେମୁ ଟ୍ରେନ୍‌ ଚଳାଚଳ ହେଉ ନ ଥିବାରୁ ଯାତ୍ରୀ ହଇରାଣ ହେଉଥିବା ନେଇ ଖବର ପ୍ରକାଶ ପାଇବା ପରେ ପୂର୍ବତଟ ରେଳପଥ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ।ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ବର ଓ

ଶ୍ରୀମନ୍ଦିରକୁ ପୁଣି ଫେରିପାରେ ଦର୍ଶନ କଟକଣା!

ପୁରୀ: ଶ୍ରୀମନ୍ଦିରକୁ ପୁଣି ଫେରିପାରେ ରବିବାରିଆ ଦର୍ଶନ କଟକଣା ।ତେବେ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଏହି ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ହୋଇଛି । ଆଗାମୀ ସପ୍ତାହରୁ ଲାଗିପାରେ ଏହି କଟକଣା । ଶ୍ରୀମନ୍ଦିର ପ୍ରଶାସନ ଦିନ ସ୍ପଷ୍ଟ କରିନଥିଲେ ମଧ୍ୟ କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି