Odia News Portal
Browsing Tag

Odisha political news

ସୈତାନର ବେଦ ପାଠ କରୁଛି ବିଜେପି : ପ୍ରମିଳା

ଭୁବନେଶ୍ୱର : ଗଣତନ୍ତ୍ରର ପବିତ୍ର ମନ୍ଦିରରେ ବାଚସ୍ପତିଙ୍କ ଉପରକୁ ଜୋତା ଫୋପାଡିବା ଭଳି ଅତ୍ୟନ୍ତ ଅଶୋଭନୀୟ ଓ ଲଜ୍ଜାଜନକ ଘଟଣା ଘଟାଇବାପରେ ବିଜେପି ବିଧାୟକମାନେ ରାତି ସାରା ଗାନ୍ଧୀମୂର୍ତ୍ତି ତଳେ ବସିବା ସଇତାନର ବେଦପାଠ ସଦୃଶ । ଓଡିଶାବାସୀ ବିଜେପି ନେତାଙ୍କ ଏଭଳି ସଇତାନୀ କାରବାରକୁ…

କଂଗ୍ରେସ କଳି: ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ

ଭୁବନେଶ୍ବର: ପୁଣି ଦାଣ୍ଡରେ ପଡି ହାଟରେ ଗଡିଲା କଂଗ୍ରେସ କଳି । କଂଗ୍ରେସ ଭବନର ପାର୍ଟି ଅଫିସରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ । କଂଗ୍ରେସ ଭବନ ପରିସରରେ ହେବାକୁ ଥିବା ଓବିସି ସେଲ୍‌ ବୈଠକ ପୂର୍ବରୁ ଏଭଳି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି । ସୂଚନା ଅନୁଯାୟୀ, ଆଜି କଂଗ୍ରେସ…