Odia News Portal
Browsing Tag

odisha weather report

ଆସନ୍ତା କାଲି ଠାରୁ ପାଗରେ ଆସିବ ପରିବର୍ତ୍ତନ,ବଢିବ ଜାଡ

ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଘଟିବ। ଏହା ପରେ ତାପମାତ୍ରା ୩ରୁ ୫ଡିଗ୍ରୀ କମିବ ବୋଲି ପୂର୍ବାନୁମାନ ହୋଇଛି। ଫଳରେ ସର୍ବନିମ୍ନ ତାପମାତ୍ରା ମଧ୍ୟ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ଫଳରେ ରାଜ୍ୟକୁ ଶୀତ ଫେରିବ। କିଛି ଜିଲ୍ଲାରେ କୁହୁଡିର ପରିମାଣ କମିବ…

ରାଜ୍ୟରେ ବଢିବ ତାପମାତ୍ରା

ରାଜ୍ୟରେ ଅଦିନିଆ ବର୍ଷା ସାଙ୍ଗକୁ ବଢିବ ତାପମାତ୍ରା । ପଶ୍ଚିମା ଝଡ଼ ପ୍ରଭାବରେ ଓଡିଶାରେ ଆସନ୍ତା ୨୪ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା…

ଆସୁଛି ଆଉ ଏକ ବାତ୍ୟା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ରିପୋର୍ଟ ଅନୁସାରେ ଉତ୍ତର-ଆଣ୍ଡାମାନ ସାଗରରେ ଆସନ୍ତା ୮-୯ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ଏହା ଏକ ଲଘୁଚାପରେ ପରିଣତ ହେବ । ପରବର୍ତ୍ତୀ ୪-୫ ଦିନରେ ଏହା ଆହୁରି ଘନୀଭୂତ ହୋଇ…