Odia News Portal
Browsing Tag

odisha

୨୫ ତାରିଖ ଯାଏଁ ସମୁଦ୍ର ପ୍ରବେଶ ମନା, ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ

ରାଜ୍ୟରେ ଲଗାଣ ବର୍ଷାର ଆଶଙ୍କାକୁ ଦୃଷ୍ଟିରେ ରଖି ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ବ୍ୟାପକ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଦିଆଯାଇଛି । ଏହା ସହିତ ସମୁଦ୍ର ମଧ୍ୟରେ ଥିବା…

ଗଭୀର ଅବପାତ ଜନିତ ବର୍ଷା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଜନିତ ବର୍ଷା ଓ ଏହାର ପ୍ରଭାବ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସମୀକ୍ଷ କରିଛନ୍ତି। ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ…

ରାଜାରାଣୀ ଏକ୍ସପ୍ରେସ୍‌ ଧକ୍କାରେ ୪ ଛାତ୍ରଙ୍କ ମୃତ୍ୟୁ, ଜଣେ ଗୁରୁତର

ରାଉରକେଲା-ଗୁଣୁପୁର ଯାଉଥିବା ରାଜ୍ୟରାଣୀ ଏକ୍ସପ୍ରେସ୍‌ ଧକ୍କାରେ ୪ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନାନୁସାରେ, ପାରଳାଖେମୁଣ୍ଡି ନିକଟବର୍ତୀ ଆନ୍ଧ୍ରପ୍ରଦେଶର ଟେକାଲିର ବର୍ମାକଲୋନୀ ଠାରେ ଏହି ଦୁର୍ଘଟଣା ଘଟିଛି। ୫ଜଣ ନିକଟସ୍ଥ ଏକ…

ପ୍ରବଳ ବର୍ଷିବ : ୪ ଜିଲାକୁ ରେଡ୍‌ ୱାର୍ଣ୍ଣିଂ

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୨୨ରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। କୋରାପୁଟରେ ୮୨.୨ ମି.ମି ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବରରେ ୪୯.୭ ମି.ମି. ଛତ୍ରପୁରରେ ୪୩.୮ମିମି, ପାରଳାଖେମୁଣ୍ଡିରେ ୫୮ମିମି, କେନ୍ଦ୍ରାପଡ଼ାରେ ୪୨ ମି.ମି. ବର୍ଷା ହୋଇଛି। ଓଡ଼ିଶାର ଅନେକ…

କଳିଙ୍ଗ ଷ୍ଟାଡିୟମରେ ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍–୨୦୨୬ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ୭୬ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍–୨୦୨୬ର ଶୁଭାରମ୍ଭ ହୋଇଛି। ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ତଥା ପୂର୍ବତନ ଆଇପିଏସ୍ ଅଧିକାରୀ ଶ୍ରୀ ପ୍ରକାଶ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାମ୍ପିୟନସିପ୍‌କୁ…

ବିଧାନସଭା ମୌସୁମୀ ଅଧିବେଶନ, ଆଜି ନବୀନଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ

ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ । ତେବେ ଏହା ପୂର୍ବରୁ ଆଜି ବସୁୁଛି ବିଜେଡି ବିଧାୟକ ଦଳ ବୈଠକ । ଏହି ବୈଠକରେ ଅଧ୍ୟକ୍ଷତା କରିବେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । ଶଙ୍ଖ ଭବନରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବାକୁ ଯାଉଛି…

କାନାଡାରେ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ଦୁଇ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

କାନାଡାରେ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଦୁଇ ଜଣ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକମାନଙ୍କ ଘର ତାମିଲନାଡୁ ଏବଂ ପୁଡୁଚେରୀରେ ବୋଲି ଜଣାପଡ଼ିଛି । ମୃତକ ଦୁଇ ଜଣ ହେଲେ ମନୋଜ ଶିବକୁମାର ଏବଂ ଶ୍ରୀସରଣ ଥିରୁଗ୍ନାନାସମ୍ପନ୍ଧମ । ଏନେଇ ଭାନକୁଭରସ୍ଥିତ ଭାରତୀୟ…

ଆଜି ଅବପାତ ରୂପ ନେବ ଲଘୁଚାପ

ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି। ଏହା ଅବପାତର ରୂପ ନେଇ ପରବର୍ତ୍ତୀ ସମୟରେ ଗଭୀର ଅବପାତରେ ପରିଣତ ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଯଦିଓ ପାଣିପାଗ ବିଭାଗ ଗଭୀର ଅବପାତ…

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ

୭୫ ବର୍ଷ ପୂରଣ କରି ୭୬ତମ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ। ଦୃଢ଼ ସଂକଳ୍ପ, ନିରନ୍ତର ପରିଶ୍ରମ ଓ ଦୀର୍ଘ ରାଜନୈତିକ ଯାତ୍ରା ପାଇଁ ନରେନ୍ଦ୍ର ମୋଦି ଦେଶର ରାଜନୀତିରେ ଏକ ପରିଚିତ ନାମ। ଗୁଜରାଟର ବଡ଼ନଗରରୁ ଆରମ୍ଭ ହୋଇଥିବା ତାଙ୍କ ରାଜନୈତିକ ଯାତ୍ରା ଗୁଜରାଟର ମୁଖ୍ୟମନ୍ତ୍ରୀ ପଦ…

ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଆଜି ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ବଲପୁର ଏବଂ ସମଗ୍ର ପଶ୍ଚିମ ଓଡ଼ିଶାର…