Odia News Portal
Browsing Tag

odisha

ରାଜ୍ୟରୁ ପୁଣି କରୋନାରେ ଗଲା ଆଉ ୭ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୭ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା

ଆସୁଛି ଆଉ ଏକ ବାତ୍ୟା

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ସବୁବେଳେ ଓଡ଼ିଶାକୁ ଗ୍ରାସ କରୁଛି । ଉତ୍ତର ଓ ତତ୍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ପାଲଟି ଯାଇଥିବାରୁ ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ପାଇଁ ପାଣିପାଗ ବିଭାଗ ବାତ୍ୟା ସତର୍କ ସୂଚନା ଜାରି

ସ୍କୁଲ ଖୋଲିବା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କଟକଣା ଯୋଗୁଁ ଦୀର୍ଘଦିନ ହେବ ସ୍କୁଲ ଠିକସେ ଖୋଲାହୋଉନାହିଁ । ସମସ୍ତ ଛାତ୍ର ଛାତ୍ରୀ ମଧ୍ୟ ଭୟରେ ସ୍କୁଲ ଆସୁନାହାଁନ୍ତି । ରାଜ୍ୟରେ ସ୍କୁଲ ଖୋଲିବା ନେଇ ବର୍ତ୍ତମାନ ସୁଦ୍ଧା କିଛି ନିଷ୍ପତ୍ତି ନିଆଯାଇନାହିଁ । ପୂଜା ସାରିବା ପରେ ସ୍କୁଲ ଖୋଲିବା ନେଇ ଆଲୋଚନା ହେବ । ସରକାର

୨୬ରୁ ପୁଣି ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୬ ତାରିଖଠାରୁ ପୁଣି ଥରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବା ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ୨୬-୨୮ ତାରିଖ ପର୍ୟ୍ୟନ୍ତ ବର୍ଷା ହେବ। ବିଶେଷ କରି ଦକ୍ଷିଣ, ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ଅତି ପ୍ରବଳ

ରାଜ୍ୟରେ ଆଉ ୬ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ତେବେ ପ୍ରତିଦିନ ରାଜ୍ୟରେ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। କଟକରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସୁନ୍ଦରଗଡ ଜିଲାରେ ମଧ୍ୟ ୩ ଜଣ କରୋନା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୯ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୧୬ ଓ ସ୍ଥାନୀୟ ସଂକ୍ରମିତ ୨୨୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଶିଶୁ ଓ କିଶୋର ୭୭ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ

ଜୁନିୟର ବିଶ୍ୱକପ ହକିର ଲୋଗୋ ଓ ଟ୍ରଫି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଣି ଜାତୀୟ ସ୍ତରରେ ପ୍ରଂଶସିତ ହେବ ଓଡ଼ିଶା । କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଜୁନିୟର ପୁରୁଷ ହକି ବିଶ୍ୱକପ । ଟୁର୍ଣ୍ଣାମେଣ୍ଟ ଆୟୋଜନ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ଏକ ବୈର୍ଣ୍ଣାଢ଼୍ୟ ପରିବେଶରେ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୬୪୪ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୭୫ ଏବଂ ସ୍ଥାନୀୟ ସଂକ୍ରମିତ ୨୬୯ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ପିଲା ଓ କିଶୋର ୭୨ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ

ରାଜ୍ୟରେ ଆଉ ୭ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୭ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା  ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି। ସେହିଭଳି ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ ଜିଲାରେ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ନଭେମ୍ବର ୨୫ରୁ କଳିଙ୍ଗ ଷ୍ଟାଡିୟମରେ ଜୁନିୟର ପୁରୁଷ ହକି ବିଶ୍ୱକପ

ଭୁବନେଶ୍ୱର: ହକି ପ୍ରେମୀଙ୍କ ଲାଗି ଖୁସି ଖବର । ଓଡ଼ିଶାରେ ହେବ ବିଶ୍ୱକପ । ଜୁନିୟର ପୁରୁଷ ହକି ବିଶ୍ୱକପ ଆସନ୍ତା ନଭେମ୍ବର ୨୫ରୁ ଅନୁଷ୍ଠିତ ହେବ । ଭୁବନେଶ୍ୱରରେ ଦ୍ୱାଦଶ ଜୁନିୟର ପୁରୁଷ ହକି ବିଶ୍ୱକପ୍ ଅନୁଷ୍ଠିତ ହେବ । ୨୦୧୮ ପୁରୁଷ ହକି ବିଶ୍ୱକପ ପରେ ଏହା ହକିପ୍ରେମୀଙ୍କ ପାଇଁ କ୍ରୀଡ଼ା