Odia News Portal
Browsing Tag

odisha

ଆଜି ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା

ବଙ୍ଗୋପସାଗରରେ ୨୯ ତାରିଖ ଓ ଅକ୍ଟୋବର ୯ ତାରିଖରେ ଦୁଇଟି ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ଆସନ୍ତା ୨ ସପ୍ତାହ ରାଜ୍ୟରେ ବର୍ଷା ଜାରି ରହିବ। ଏହା ବ୍ୟତୀତ ମୌସୁମୀ ବର୍ଷା ମଧ୍ୟ ଜାରି ରହିବ । ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ

ବିଳମ୍ବିତ ରାତିରେ ପୁରି ବଲଙ୍ଗା ଥାନାରେ ବିସ୍ପୋରଣ

ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ । ବିସ୍ଫୋରଣରେ ମାଟିରେ ମିଶିଲା ବଳଙ୍ଗା ଥାନା । ଥାନାର କାନ୍ଥ ଭୁଶୁଡ଼ି ପଡ଼ିଛି । କାନ୍ଥ ପଡ଼ି ଅନେକ ଆସବାବପତ୍ର ନଷ୍ଟ ହୋଇଛି । ବିସ୍ଫୋରଣରେ କାହାର କିଛି କ୍ଷତି ହୋଇନଥିବା ବେଳେ ୮୦ ଭାଗ ପୂରା ମାଟିରେ ମିଶି ଯାଇଛି । ବିସ୍ଫୋରଣର ଶବ୍ଦ ଏତେ

୯୨ ବର୍ଷରେ ପାଦ ଦେଲେ ଲତା ମଙ୍ଗେସକର

ତାଙ୍କର କିଛି ପରିଚୟର ଆବଶ୍ୟକତା ନାହିଁ, ତାଙ୍କ କଣ୍ଠ ହିଁ ତାଙ୍କର ପରିଚୟ । ତାଙ୍କ ଗୀତ ବାଜିଲେ ଆଖି ବନ୍ଦ କରି ବି ଜଣେ କହିଦେବେ ତାଙ୍କ ନାଁ । ସେ ହେଉଛନ୍ତି କୋକିଳ କଣ୍ଠୀ, ସେ ହେଉଛନ୍ତି ସୁର ସମ୍ରାଜ୍ଞୀ, ତାଙ୍କ ସ୍ୱରରେ ବିଜେ କରିଛନ୍ତି ମା ସରସ୍ୱତୀ । ସତରେ ତାଙ୍କ ସ୍ୱରରେ ଏମିତି

କୋରାପୁଟ ଜିଲ୍ଲାରେ ପ୍ରଭାବ ଛାଡ଼ିଛି ବାତ୍ୟା ଗୁଲାବ

କୋରାପୁଟ: ଆନ୍ଧ୍ର-ଓଡ଼ିଶା ଉପକୂଳର କଳିଙ୍ଗପଟ୍ଟନମରେ ସ୍ଥଳଭାଗ ଛୁଇଁବା ପରେ ଦକ୍ଷିଣ ଓଡ଼ିଶା ଦେଇ ଓଡ଼ିଶା ଅତିକ୍ରମ କରିଛି ବାତ୍ୟା ଗୁଲାବ । କୋରାପୁଟ ଜିଲ୍ଲା ଦେଇ ଯିବା ବେଳେ ସାମାନ୍ୟ ପ୍ରଭାବ ଦେଖାଇଥିଲା ବାତ୍ୟା । କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି ।

ରାଜ୍ୟରେ ପୁଣି ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା

ଆଜି ରାଜ୍ୟରେ ୪୪୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ୫ଶହ ତଳକୁ ଖସିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଆଉ ୪୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସ୍ଥାନୀୟ ୧୮୬, ସଙ୍ଗରୋଧରୁ ୨୫୮ ଓ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୫୯ ଜଣ। ୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୮,

ଜାଣନ୍ତୁ ଭଦ୍ରକରେ କେମିତି ରହିଛି ଭାରତ ବନ୍ଦର ପ୍ରଭାବ

ଭଦ୍ରକ: କୃଷି ଆଇନ ଓ ବିଦ୍ୟୁତ ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହ କ୍ରମରେ ଭଦ୍ରକରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଯାହାର ପ୍ରଭାବ ଜିଲ୍ଲାରେ ପରିଲକ୍ଷିତ ହୋଇଛି । ଜିଲ୍ଲାର

ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ଵର : ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ମଧ୍ୟରାତ୍ର ପର୍ୟ୍ୟନ୍ତ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରୀ ରହିବ । ଏହାର ବିଶେଷ ପ୍ରଭାବ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପଡିବ ବୋଲି ଆଇଏମ୍ଡି ପକ୍ଷରୁ ସୂଚନା ଦେଇଛନ୍ତି। ସନ୍ଧ୍ୟା ୬ଟାରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ବାତ୍ୟା ପରିସ୍ଥିତି ନେଇ ଏମିତି କହିଲେ ଏସଆରସି

ଭୁବନେଶ୍ୱର: ଆସୁଛି ବାତ୍ୟା ‘ଗୁଲାବ’ । ଆଜି ରାତିରେ କରିବ ଲ୍ୟାଣ୍ଡଫଲ । ଜିରୋ କାଜୁଆଲିଟି ଲାଗି ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି । ଏହାରି ଭିତରେ ବାତ୍ୟା ପରିସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି

ବାତ୍ୟା ପଛେ ପଛେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆଜି ରାତିରେ ଲ୍ୟାଣ୍ଡଫଲ କରିବ ସାମୁଦ୍ରିକ ବାତ୍ୟା ‘ଗୁଲାବ’ । ବାତ୍ୟାର ପ୍ରଭାବ କଣ ହେବ । କେତେ କ୍ଷୟକ୍ଷତି ହେବ ତାକୁ ନେଇ ସମସ୍ତଙ୍କ ମୁଣ୍ଡରେ ଏବେ ଚିନ୍ତା । ଯଦିଓ ସରକାର ଏବଂ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ତଥାପି ସମସ୍ତଙ୍କ ମନରେ ରହିଛି ସଙ୍କା । କଣ