Odia News Portal
Browsing Tag

odisha

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୪୨ ଓ ସ୍ଥାନୀୟ ସଂକ୍ରମିତ ୨୪୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ଶିଶୁ ଓ କିଶୋର ରହିଛନ୍ତି। ରାଜ୍ୟର ଅନୁଗୁଳ

ଜାଣନ୍ତୁ ବାତ୍ୟାକୁ ନେଇ କଣ କହିଲେ ଆଇଏମଡି ଡିଜି

ନୂଆଦିଲ୍ଲୀ: ବାତ୍ୟାକୁ ନେଇ ସବୁଠି ଚର୍ଚ୍ଚା । କଣ ହେବ, କେତେବେଳେ ଲ୍ୟାଣ୍ଡଫଲ କରିବ ଏଭଳି ଅନେକ କଥାକୁ ନେଇ ଆରମ୍ଭ ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗଭୀର ଅବପାତରେ ପରିଣତ ହେବାପରେ ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଏହା ଘନିଭୂତ ହୋଇ ବାତ୍ୟାର ରୂପ

ବାତ୍ୟା ‘ଗୁଲାବ’ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ

ବାତ୍ୟା ପରିସ୍ଥିତି ନେଇ ଏମିତି କହିଲେ ଏସଆରସି

ଭୁବନେଶ୍ୱର: ଆସୁଛି ବାତ୍ୟା । ସବୁଠି ଚର୍ଚ୍ଚା । ସମ୍ଭାବ୍ୟ ବାତ୍ୟା ନେଇ ଏସଆରସି ପ୍ରଦୀପ ଜେନା ପ୍ରେସ ମିଟ୍ କରି ସୂଚନା ଦେଇଛନ୍ତି ଯେ, ଆଗାମୀ ୬ ଘଣ୍ଟାରେ ବାତ୍ୟାରେ ପରିଣତ ହେବ ଗଭୀର ଅବପାତ । କାଲି ସଂଧ୍ୟାରେ ଗୋପାଳପୁର-ବିଶାଖାପାଟଣା ମଧ୍ୟରେ ଥିବା କଳିଙ୍ଗପାଟନମରେ ସ୍ଥଳଭାଗ

ରାଜ୍ୟରୁ ପୁଣି କରୋନାରେ ଗଲା ଆଉ ୭ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୭ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା

ଆସୁଛି ଆଉ ଏକ ବାତ୍ୟା

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ସବୁବେଳେ ଓଡ଼ିଶାକୁ ଗ୍ରାସ କରୁଛି । ଉତ୍ତର ଓ ତତ୍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ପାଲଟି ଯାଇଥିବାରୁ ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ପାଇଁ ପାଣିପାଗ ବିଭାଗ ବାତ୍ୟା ସତର୍କ ସୂଚନା ଜାରି

ସ୍କୁଲ ଖୋଲିବା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କଟକଣା ଯୋଗୁଁ ଦୀର୍ଘଦିନ ହେବ ସ୍କୁଲ ଠିକସେ ଖୋଲାହୋଉନାହିଁ । ସମସ୍ତ ଛାତ୍ର ଛାତ୍ରୀ ମଧ୍ୟ ଭୟରେ ସ୍କୁଲ ଆସୁନାହାଁନ୍ତି । ରାଜ୍ୟରେ ସ୍କୁଲ ଖୋଲିବା ନେଇ ବର୍ତ୍ତମାନ ସୁଦ୍ଧା କିଛି ନିଷ୍ପତ୍ତି ନିଆଯାଇନାହିଁ । ପୂଜା ସାରିବା ପରେ ସ୍କୁଲ ଖୋଲିବା ନେଇ ଆଲୋଚନା ହେବ । ସରକାର

୨୬ରୁ ପୁଣି ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୬ ତାରିଖଠାରୁ ପୁଣି ଥରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବା ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ୨୬-୨୮ ତାରିଖ ପର୍ୟ୍ୟନ୍ତ ବର୍ଷା ହେବ। ବିଶେଷ କରି ଦକ୍ଷିଣ, ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ଅତି ପ୍ରବଳ

ରାଜ୍ୟରେ ଆଉ ୬ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ତେବେ ପ୍ରତିଦିନ ରାଜ୍ୟରେ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। କଟକରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସୁନ୍ଦରଗଡ ଜିଲାରେ ମଧ୍ୟ ୩ ଜଣ କରୋନା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୯ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୧୬ ଓ ସ୍ଥାନୀୟ ସଂକ୍ରମିତ ୨୨୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଶିଶୁ ଓ କିଶୋର ୭୭ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ