Odia News Portal
Browsing Tag

odisha

ୟୁଜି ପ୍ରଥମ ବର୍ଷ ୨୦ରୁ କ୍ଲାସରୁମ୍ ପାଠପଢା

ଆସନ୍ତା ୨୦ରୁ କ୍ଲାସରୁମରେ ପାଠ ପଢିବେ ୟୁଜି ପ୍ରଥମ ବର୍ଷର ପିଲା । କଲେଜରେ ପ୍ରଥମ ବର୍ଷ ପିଲାଙ୍କ ପାଇଁ ଶ୍ରେଣୀଗୃହରେ ଆରମ୍ଭ ହେବ ପାଠ । କରୋନା କଟକଣା ସହ କ୍ଲାସ ରୁମରେ ପାଠପଢା ହେବ । ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ନିୟମ ମଧ୍ୟ ପାଳନ ବାଧ୍ୟତାମୂଳକ କରାଯାଇଛି । ଏନେଇ ସବୁ ଭିସି

ରାତି ପାହିଲେ ଆରମ୍ଭ ହେବ କ୍ରିକେଟର କ୍ରେଜ

ରାତି ପାହିଲେ ପୁଣି ଆରମ୍ଭ ହୋଇଯିବ ଫଟାଫଟ କ୍ରିକେଟର କ୍ରେଜ । ଅର୍ଥାକ କାଲିଠୁ ଆରମ୍ଭ ହେଉଛି ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ବନାମ ମୁମ୍ବାଇ ଇଣ୍ଡିଆନ୍ସ । କରୋନା ଯୋଗୁଁ ବନ୍ଦ ରହିଥିବା ଅଧା ମ୍ୟାଚ କାଲିଠୁ ଆରମ୍ଭ ହେବ ।

ସେପ୍ଟେମ୍ବର ୩୦ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା

ସେପ୍ଟେମ୍ବର ୨୧ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ଆସନ୍ତାକାଲି ଯାଏଁ ୧୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ଏସଆରସି ମଧ୍ୟ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଏନେଇ ସତର୍କ

ଡିଏଫଓଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ DFOଙ୍କ ଲାଇ ଡିଟେକ୍ସନ ଟେଷ୍ଟ । ଭୁବନେଶ୍ୱର ଫୋରେନସିକ ଲ୍ୟାବରେ ତାଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଛି । ପ୍ରାୟ ୩ ଘଣ୍ଟା କାଳ ତାଙ୍କୁ ଟେଷ୍ଟର ସମ୍ମୁଖୀନ ହେବାକୁ ପଡ଼ିଛି । ଶହେରୁ ଅଧିକ ପ୍ରଶ୍ନ ତାଙ୍କୁ

ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ । ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫା ପତ୍ର ଦେଇଛନ୍ତି ଅମରିନ୍ଦର । ପୂର୍ବରୁ ଅମରିନ୍ଦର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଚର୍ଚ୍ଚା ହେଉଥିଲା । ସିଦ୍ଧୁଙ୍କ ସହ ବିବାଦ ଭିତରେ ଅମରିନ୍ଦର ମୁଖ୍ୟମନ୍ତ୍ରୀ

ଧାନ ଜଗିବାକୁ ଯାଇଥିବା ଚାଷୀକୁ ବିଲରେ ଦଳିଦେଲା ଦନ୍ତା

ଚାଷୀଙ୍କୁ ଦଳିଦେଲା ଦନ୍ତା । ଏଭଳିଆ ଘଟିଛି ଢେ଼ଙ୍କାନାଳ ଜିଲା ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖଣ୍ଡୁଆଳ ମୁଣ୍ଡା ଗାଁରେ ।ଗତକାଲି ରାତିରେ ଧାନ ଜଗିଥିବା ଚାଷୀଙ୍କୁ ଦଳିଦେଲା ଦନ୍ତା । ମୃତକ ପରଜଙ୍ଗ ଥାନା ଖଣ୍ଡୁଆଳମୁଣ୍ଡା ଗାଁର ଉପେନ୍ଦ୍ର ଅମାତ । କୁମ୍ଭୀରପଶି

ମା ହେବେ ସିଘଂମ ଗର୍ଲ କାଜଲ୍

ସିଙ୍ଘମ ଗର୍ଲ ତଥା ଅଭିନେତ୍ରୀ କାଜଲ ଅଗ୍ରୱାଲ ମାଆ ହେବାକୁ ଯାଉଛନ୍ତି । ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ବାହାଘରର ୧୧ ମାସ ପରେ ସେ ମାଆ ହେବାକୁ ଯାଉଛନ୍ତି । ସ୍ୱାମୀ ଗୌତମ କିଚଲୁଙ୍କ ସହ ଦାମ୍ପତ୍ୟ ଜୀବନକୁ ସେ ଖୁବ ଉପଭୋଗ କରୁଛନ୍ତି । ଯାହାକି ଆଜି ସେ ସୂଚନା ଦେଇଛନ୍ତି

ସୋନୁଙ୍କ ନାଁରେ ସାଂଘାତିକ ଅଭିଯୋଗ

ବଲିଉଡ ଅଭିନେତା ସୋନୁଙ୍କ ସୁଦଙ୍କ ଅଡୁଆ ବଢି ଚାଲିଛି । ଆୟକର ବିଭାଗର ଲଗାତାର ସର୍ଭେ ପରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଆୟକର ବିଭାଗ ୨୮ଟି ସ୍ଥାନରେ ସର୍ଭେ କରିଛି । ଯେଉଁଥିରେ ମୁମ୍ବାଇ, ଲକ୍ଷ୍ନୌ, କାନପୁର, ଜୟପୁର,

ଚାରିଧାମ ଯାତ୍ରା ଆଜିଠୁ ଆରମ୍ଭ , କୋଭିଡ୍ ରିପୋର୍ଟ ବାଧ୍ୟତାମୂଳକ

ବହୁପ୍ରତିକ୍ଷୀତ ଚାରିଧାମ ଯାତ୍ରା ଆଜିଠାରୁ ଆରମ୍ଭ ହୋଇଯାଇଛି। ଉତ୍ତରାଖଣ୍ଡର ପ୍ରସିଦ୍ଧ ଧର୍ମସ୍ଥଳୀ ପାଇଁ ଯିବାକୁ ହେଲେ ଶ୍ରଦ୍ଧାଳୁଙ୍କୁ ୭୨ ଘଣ୍ଟା ଭିତରର କୋଭିଡ ରିପୋର୍ଟ ସାଥୀରେ ଆଣିବାକୁ ପରାମର୍ଶ ଦିଆଯାଇଛି। ଏନେଇ ଶୁକ୍ରବାର ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି। 

ପୁଣି ୩୫୦ ଗ୍ରାମର ବ୍ରାଉନସୁଗାର ଜବତ

ବାଲେଶ୍ଵର ଜିଲ୍ଲା ଜଳେଶ୍ଵରର ୨ଟି ଅଞ୍ଚଳରୁ ପୁଣି ବ୍ରାଉନସୁଗାର ଜବତ । ଝାଡେଶ୍ଵରପୁର ଓ ରାଜପୁର ଅଞ୍ଚଳରୁ ୩୫୦ ଗ୍ରାମର ବ୍ରାଉନସୁଗାର ଜବତ କରିଛି ପୋଲିସ। ଏହା ସହ ଜଣେ ମହିଳା ସମେତ ୪ ଜଣଙ୍କୁ ଅଟକ ରଖିଛି ପୋଲିସ। ଅଟକମାନେ ହେଲେ ସେକ ଭିକାରୀ, ସେକ ରାଜା, ସେକ ମମତାଜ। ବିଶେଷ