ଜୁନିୟର ବିଶ୍ୱକପ ହକିର ଲୋଗୋ ଓ ଟ୍ରଫି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପୁଣି ଜାତୀୟ ସ୍ତରରେ ପ୍ରଂଶସିତ ହେବ ଓଡ଼ିଶା । କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଜୁନିୟର ପୁରୁଷ ହକି ବିଶ୍ୱକପ । ଟୁର୍ଣ୍ଣାମେଣ୍ଟ ଆୟୋଜନ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ଏକ ବୈର୍ଣ୍ଣାଢ଼୍ୟ ପରିବେଶରେ!-->…
