Odia News Portal
Browsing Tag

odisha

ବାରରେ ଚାଲିଥିଲା ଯୁବପୀଢିଙ୍କ ରଙ୍ଗିନ ଡ୍ୟାନ୍ସ, ସିଲ୍ କଲା ବିଏମସି

କରୋନା ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏମ୍ବାସୀ ବାରକୁ ବିଏମସି ସହାୟତାରେ ସିଲ୍ କଲା ଚନ୍ଦ୍ରଶେଖରପୁର ଥାନା ପୋଲିସ । ବାରରେ ପ୍ରାୟ ୫ ଶହରୁ ଅଧିର ଯୁବକ ଯୁବତୀ ଥିବା ବେଳେ ଖବର ପାଇ ଅତର୍କିତ ଚଢ଼ାଉ କଲା ପୋଲିସ । କରୋନା କଟକଣାକୁ ଫୁ ରାତି

ଟଳିଲା ମଧ୍ୟମ ଧରଣର ବନ୍ୟା ଆଶଙ୍କା

ମହାନଦୀରେ ଟଳିଲା ମଧ୍ୟମ ଧରଣର ବନ୍ୟା ଆଶଙ୍କା । ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ଛୋଟ ଧରଣର ବନ୍ୟା ହୋଇଛି । ଆଶଙ୍କା ଅନୁସାରେ କମ୍ ଜଳ ପ୍ରବାହିତ ହୋଇଥିବାରୁ କୌଣସି ବିପଦ ନାହିଁ । ମୁଣ୍ଡଳିଠାରେ ୬ ଲକ୍ଷ ୬୭ ହଜାର ଘନଫୁଟ ଜଳ ଅତିକ୍ରମ କରୁଛି । ୩ରୁ ୪ ଘଂଟା ହେବ ଏପରି

ଚାନ୍ଦିପୁର ଗୁପ୍ତଚରଙ୍କ ରିମାଣ୍ଡ ମଞ୍ଜୁର

ଡିଆରଡିଓରେ ଗୁପ୍ତଚରୀ ମାମଲାରେ ଗିରଫ ହୋଇଥିବା ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଅଭିଯୁକ୍ତମାନଙ୍କୁ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟକୁ ଆଣି ପଚରାଉଚରା କରିବ କ୍ରାଇମବ୍ରାଞ୍ଚର ସ୍ୱତନ୍ତ୍ର ଟିମ୍ । ସମସ୍ତ ଦିଗକୁ ନେଇ ପୁଣି ପ୍ରଥମରୁ ତଦନ୍ତ କରିବ ଟିମ୍ । କାହାକୁ ତଥ୍ୟ

ଅନିଲ କୁମ୍ବଲେ ପୁଣି ହେବେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍

ଅନୀଲ କୁମ୍ବଲେ ପୁଣି ହୋଇପାରନ୍ତି ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍। ଟି୨୦ ବିଶ୍ୱକପ୍‌ ପରେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହୋଇଯାଉଛି। ତା’ପରେ ଅନୀଲ କୁମ୍ବଲେଙ୍କୁ ବିସିସିଆଇ ମୁଖ୍ୟ କୋଚ୍ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି। କୁହାଯାଉଛି, ସୌରଭ

ଏକ ଘରୋଇ ବିବାହ ମଣ୍ଡପ ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

ଏକ ଘରୋଇ ବିବାହ ମଣ୍ଡପ ପରିସରରୁ ମିଳିଲା ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ । ଏପରି ଘଟଣା ଘଟିଛି ଭୁବନେଶ୍ବର ଇନଫୋସିଟି ଥାନା ଅଞ୍ଚଳରେ । ମୃତକ ଜଣଙ୍କ ଘର ଯାଜପୁର ଅଞ୍ଚଳରେ ହୋଇଥିବା ବେଳେ ତାଙ୍କ ନାଁ ହେଉଛି ପ୍ରକାଶ ବଳ(୨୬) । ତେବେ ଏପରି ଘଟଣା ଜାଣିବା ପରେ ଘଟଣା ସ୍ଥଳରେ

ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଗତ ୨୪ ଘଣ୍ଟାରେ ୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ

ହୀରାକୁଦ ଜଳଭଣ୍ଡାରରେ ବନ୍ଦ ହେଲା ୬ଟି ଗେଟ୍

ହୀରାକୁଦ ଜଳଭଣ୍ଡାରରେ କମୁଛି ଜଳସ୍ତର । ବନ୍ଦ ହେଲା ଆଉ ୬ଟି ଗେଟ୍ । ସକାଳେ ୪ଟି ଗେଟ୍ ବନ୍ଦ ହୋଇଥିଲା । ଏବେ ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୮.୧୭ ଫୁଟ ରହିଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ୩ ଲକ୍ଷ ୭୧ ହଜାର

ଜାଣନ୍ତୁ ରାଜ୍ୟରେ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେବେ କମୁଛି ତ କେବେ ବଢ଼ୁଛି ତାହା ଜଣାପଡ଼ୁନାହିଁ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୬୭ ଓ ସ୍ଥାନୀୟ ସଂକ୍ରମିତ ୨୬୧ ରହିଛନ୍ତି। ଚିହ୍ନଟ ନୂଆ

ଆଜି ରାଜ୍ୟରେ ୪ ଜୀବନ ନେଲା କରୋନା

ଭୁବନେଶ୍ୱର: କମୁଛି କରୋନା ତଥାପି ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ଗ୍ରାଫ୍ କମୁଛି । ଗତ ୨୪ ଘଣ୍ଟାରେ ୬୨୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ

ସାମ୍ଭବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ୬ ଜିଲ୍ଲାରେ ଏନଡିଆରଏଫ ଟିମ୍ ନିୟୋଜିତ

ଭୁବନେଶ୍ୱର: ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ଉପକୂଳର୍ବତ୍ତୀ ଜିଲ୍ଲା ଗୁଡିକୁ ଏନଡ଼ିଆରଏଫ ଟିମର ମୁତୟନ କାର୍ୟ୍ୟ ଆରମ୍ଭ ହୋଇଛି । ମୋଟ ୬ ଟିମ ମଧ୍ୟରେ କଟକ, କେନ୍ଦ୍ରାପଡା, ଯାଜପୁର, ପୁରୀ, ଭଦ୍ରକ ଓ ବାଲେଶ୍ୱରରେ ଗୋଟିଏ ଲେଖାଏଁ ଟିମ ମୁତୟନ ହୋଇଛନ୍ତି । ଆଉ ଦୁଇଟି ଟିମ୍ ମଧ୍ୟ ମୁତୟନ