Odia News Portal
Browsing Tag

odisha

ଆଜିଠୁ +୩ ଦ୍ୱିତୀୟ ବର୍ଷ କ୍ଲାସରୁମ ପାଠପଢ଼ା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ୩ ଦ୍ୱିତୀୟ ବର୍ଷ ତଥା ୨୦୨୦-୨୧ ଶିକ୍ଷାବର୍ଷର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ ପାଠପଢ଼ା । କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀଙ୍କ କ୍ଲାସ ଆରମ୍ଭ ହୋଇଛି । ସସସ୍ତେ ମାନିବେ କୋଭିଡ୍ ଗାଇଡଲାଇନ୍ । ଛାତ୍ରଛାତ୍ରୀ ଓ ଅଧ୍ୟାପକ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୧୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୨୯୭ ଓ ସ୍ଥାନୀୟ ସଂକ୍ରମିତ ୨୧୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୭୯ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୩, ବାଲେଶ୍ୱର

ଆଜି ରାଜ୍ୟରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ଗ୍ରାଫ୍ କମୁଛି । ଗତ ୨୪ ଘଣ୍ଟାରେ ୬୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୩୫କୁ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ,

ୟୁଜି ପ୍ରଥମ ବର୍ଷ ୨୦ରୁ କ୍ଲାସରୁମ୍ ପାଠପଢା

ଆସନ୍ତା ୨୦ରୁ କ୍ଲାସରୁମରେ ପାଠ ପଢିବେ ୟୁଜି ପ୍ରଥମ ବର୍ଷର ପିଲା । କଲେଜରେ ପ୍ରଥମ ବର୍ଷ ପିଲାଙ୍କ ପାଇଁ ଶ୍ରେଣୀଗୃହରେ ଆରମ୍ଭ ହେବ ପାଠ । କରୋନା କଟକଣା ସହ କ୍ଲାସ ରୁମରେ ପାଠପଢା ହେବ । ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ନିୟମ ମଧ୍ୟ ପାଳନ ବାଧ୍ୟତାମୂଳକ କରାଯାଇଛି । ଏନେଇ ସବୁ ଭିସି

ରାତି ପାହିଲେ ଆରମ୍ଭ ହେବ କ୍ରିକେଟର କ୍ରେଜ

ରାତି ପାହିଲେ ପୁଣି ଆରମ୍ଭ ହୋଇଯିବ ଫଟାଫଟ କ୍ରିକେଟର କ୍ରେଜ । ଅର୍ଥାକ କାଲିଠୁ ଆରମ୍ଭ ହେଉଛି ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ବନାମ ମୁମ୍ବାଇ ଇଣ୍ଡିଆନ୍ସ । କରୋନା ଯୋଗୁଁ ବନ୍ଦ ରହିଥିବା ଅଧା ମ୍ୟାଚ କାଲିଠୁ ଆରମ୍ଭ ହେବ ।

ସେପ୍ଟେମ୍ବର ୩୦ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା

ସେପ୍ଟେମ୍ବର ୨୧ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ଆସନ୍ତାକାଲି ଯାଏଁ ୧୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ଏସଆରସି ମଧ୍ୟ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଏନେଇ ସତର୍କ

ଡିଏଫଓଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ DFOଙ୍କ ଲାଇ ଡିଟେକ୍ସନ ଟେଷ୍ଟ । ଭୁବନେଶ୍ୱର ଫୋରେନସିକ ଲ୍ୟାବରେ ତାଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଛି । ପ୍ରାୟ ୩ ଘଣ୍ଟା କାଳ ତାଙ୍କୁ ଟେଷ୍ଟର ସମ୍ମୁଖୀନ ହେବାକୁ ପଡ଼ିଛି । ଶହେରୁ ଅଧିକ ପ୍ରଶ୍ନ ତାଙ୍କୁ

ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ । ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫା ପତ୍ର ଦେଇଛନ୍ତି ଅମରିନ୍ଦର । ପୂର୍ବରୁ ଅମରିନ୍ଦର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଚର୍ଚ୍ଚା ହେଉଥିଲା । ସିଦ୍ଧୁଙ୍କ ସହ ବିବାଦ ଭିତରେ ଅମରିନ୍ଦର ମୁଖ୍ୟମନ୍ତ୍ରୀ

ଧାନ ଜଗିବାକୁ ଯାଇଥିବା ଚାଷୀକୁ ବିଲରେ ଦଳିଦେଲା ଦନ୍ତା

ଚାଷୀଙ୍କୁ ଦଳିଦେଲା ଦନ୍ତା । ଏଭଳିଆ ଘଟିଛି ଢେ଼ଙ୍କାନାଳ ଜିଲା ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖଣ୍ଡୁଆଳ ମୁଣ୍ଡା ଗାଁରେ ।ଗତକାଲି ରାତିରେ ଧାନ ଜଗିଥିବା ଚାଷୀଙ୍କୁ ଦଳିଦେଲା ଦନ୍ତା । ମୃତକ ପରଜଙ୍ଗ ଥାନା ଖଣ୍ଡୁଆଳମୁଣ୍ଡା ଗାଁର ଉପେନ୍ଦ୍ର ଅମାତ । କୁମ୍ଭୀରପଶି