Odia News Portal
Browsing Tag

odisha

ସୁନ୍ଦରଗଡ଼ରେ ୫୮୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ୫୮୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରକୋପ । ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା,

ଜାଣନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ସ୍ଥିତି

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ଦୈନିକ ସଂକ୍ରମଣ ଏବେ ୫ଶହ ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୫୨ ଓ ସ୍ଥାନୀୟ ସଂକ୍ରମିତ ୧୭୬ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮

ପ୍ରକାଶ ପାଇଲା +୨ କଟ୍ ଅଫ୍ ମାର୍କ, ଜାଣନ୍ତୁ କେତେ ପିଲା ମନୋନୀତ ହୋଇଛନ୍ତି

ଭୁବନେଶ୍ୱର: ପ୍ରକାଶ ପାଇଲା +୨ କଟଅଫ୍ ମାର୍କ । ଆବେଦନ କରିଥିଲେ ୪ଲକ୍ଷ ୩୫ ହଜାର ୯୨ ଜଣ ଛାତ୍ରଛାତ୍ରୀ । ୩ଲକ୍ଷ ୮୬ ହଜାର ୪୬୪ ଜଣ ପ୍ରଥମ କଟ୍ଅଫ୍ ମାର୍କରେ ମନୋନୀତ ହୋଇଛନ୍ତି । କଳାରେ ପ୍ରଥମ କଟକ ଅଫ୍ ମାର୍କରେ ୨ଲକ୍ଷ ୪୭ହଜାର ୯୦୬ଜଣ ମନୋନୀତ ହୋଇଛନ୍ତି । ସେହିପରି ବାଣିଜ୍ୟରେ ୨୪ହଜାର

ରାଜ୍ୟରେ ୬ ଜଣଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ତେବେ ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି ।

ଆଜି ରାଜ୍ୟରେ ୫ଶହ ତଳକୁ ଖସିଲା କରୋନା ମାମଲା

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ

ରାଜଧାନୀରେ ରେକର୍ଡ କଲା ବର୍ଷା

ଭୁବନେଶ୍ୱର: ବଙ୍ଗୋପସାରରେ ସୃଷ୍ଟି ହୋଇଛି ଲଘୁଚାପ । ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ରାଜଧାନୀ ଭୁବନେଶ୍ୱରରେ ରବିବାର ବାଦଲ ଫଟା ବର୍ଷା ହୋଇଛି । ସକାଳ ୮.୩୦ ରୁ ଆଜି ପାହାନ୍ତା ୪.୩୦ ମଧ୍ୟରେ ୧୯୫.୦ ମିଲିଲିଟର୍ ବର୍ଷା ହେବାରୁ ଭୁବନେଶ୍ବର ତା'ର ସର୍ବକାଳୀନ ସେପ୍ଟେମ୍ବର ବର୍ଷା

ଲଗାଣ ବର୍ଷା ଯୋଗୁଁ ୧୨ ଜିଲ୍ଲାରେ ସ୍କୁଲ ବନ୍ଦ

ଭୁବନେଶ୍ୱର: ଲଘୁଚାପ ଯୋଗୁଁ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ପ୍ରବଳ ବର୍ଷା କାରଣରୁ ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ଛୁଟି ଘୋଷଣା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର

ଘନିଭୂତ ହେଉଛି ଲଘୁଚାପ, ରାଜ୍ୟରେ ପ୍ରବଳ ଛେଚିବ

ଭୁବନେଶ୍ୱର:ସକାଳୁ ସକାଳୁ କୁଟୁଛି ବର୍ଷା । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆରମ୍ଭ ହୋଇଗଲାଣି ବର୍ଷା । ସେପଟେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେଉଛି । ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେଉଛି ଲଘୁଚାପ । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବେଙ୍ଗୋପସାଗରରେ ପରିଣତ ହେଲା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୪୯ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୦୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି।