Odia News Portal
Browsing Tag

odisha

ହୀରାକୁଦ ଜଳଭଣ୍ଡାରରେ ବନ୍ଦ ହେଲା ୬ଟି ଗେଟ୍

ହୀରାକୁଦ ଜଳଭଣ୍ଡାରରେ କମୁଛି ଜଳସ୍ତର । ବନ୍ଦ ହେଲା ଆଉ ୬ଟି ଗେଟ୍ । ସକାଳେ ୪ଟି ଗେଟ୍ ବନ୍ଦ ହୋଇଥିଲା । ଏବେ ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୮.୧୭ ଫୁଟ ରହିଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ୩ ଲକ୍ଷ ୭୧ ହଜାର

ଜାଣନ୍ତୁ ରାଜ୍ୟରେ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେବେ କମୁଛି ତ କେବେ ବଢ଼ୁଛି ତାହା ଜଣାପଡ଼ୁନାହିଁ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୬୭ ଓ ସ୍ଥାନୀୟ ସଂକ୍ରମିତ ୨୬୧ ରହିଛନ୍ତି। ଚିହ୍ନଟ ନୂଆ

ଆଜି ରାଜ୍ୟରେ ୪ ଜୀବନ ନେଲା କରୋନା

ଭୁବନେଶ୍ୱର: କମୁଛି କରୋନା ତଥାପି ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ଗ୍ରାଫ୍ କମୁଛି । ଗତ ୨୪ ଘଣ୍ଟାରେ ୬୨୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ

ସାମ୍ଭବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ୬ ଜିଲ୍ଲାରେ ଏନଡିଆରଏଫ ଟିମ୍ ନିୟୋଜିତ

ଭୁବନେଶ୍ୱର: ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ଉପକୂଳର୍ବତ୍ତୀ ଜିଲ୍ଲା ଗୁଡିକୁ ଏନଡ଼ିଆରଏଫ ଟିମର ମୁତୟନ କାର୍ୟ୍ୟ ଆରମ୍ଭ ହୋଇଛି । ମୋଟ ୬ ଟିମ ମଧ୍ୟରେ କଟକ, କେନ୍ଦ୍ରାପଡା, ଯାଜପୁର, ପୁରୀ, ଭଦ୍ରକ ଓ ବାଲେଶ୍ୱରରେ ଗୋଟିଏ ଲେଖାଏଁ ଟିମ ମୁତୟନ ହୋଇଛନ୍ତି । ଆଉ ଦୁଇଟି ଟିମ୍ ମଧ୍ୟ ମୁତୟନ

ଶନିବାର ରାତିରେ ବନ୍ୟା!

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିଛି । ଚାରିଆଡେ଼ ଖାଲି ପାଣି ପାଣି । ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିଛି । ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ଏସଆରସି ପ୍ରଦୀପ ଜେନା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କନ୍ଧମାଳ: ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତ ଦେହ ପୋଲିସ ଉଦ୍ଧାର କରିଛି କ୍ଷ ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଡାଳଗୁମା ଗ୍ରାମ ର କମ୍ବୁ ମାଝୀ କ୍ଷ ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଂଚି ପୋଖରୀରୁ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇଛି । କୋକସରା ଥାନା

୧୮ରୁ ପୁଣି କୁଟିବ

ଭୁବନେଶ୍ୱର: ବର୍ଷାର ପ୍ରକୋପ ଟିକେ ମିଥିବା ବେଳେ ପୁଣିଥରେ ରାଜ୍ୟରେ ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ଆଉ ଗୋଟିଏ ଲଘୁଚାପ । ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗର ଉପରେ ଲଘୁଚାପ ବଳୟ ସୃଷ୍ଟି ହୋଇ ୧୯ ତାରିଖରେ ପଶ୍ଚିମବଙ୍ଗର ମେଦିନୀପୁର ଓ ସଂଲଗ୍ନ ବାଲେଶ୍ୱର

ନାରୀ ନିର୍ଯାତନାରେ ଓଡ଼ିଶା ଆଗରେ

ଭୁବନେଶ୍ୱର: ସଦ୍ୟ ପ୍ରକାଶିତ ଏନସିବି ରିପୋର୍ଟ ମୁତାବକ ଓଡ଼ିଶାରେ ବଢ଼ିଛି ନାରୀ ନିର୍ଯାତନାର ସଂଖ୍ୟା । ପୁରା ଦେଶରେ ୨୦୧୯ ତୁଳନାରେ ୨୦୨୦ରେ ନାରୀ ନିର୍ଯାତନା ମାମଲା ହ୍ରାସ ପାଇଥିବା ବେଳେ ଓଡ଼ିଶାରେ କିନ୍ତୁ ରେକର୍ଡ ହୋଇଛି ନାରୀ ନିର୍ୟ୍ୟାତନା ମାମଲା । ରିପୋର୍ଟ ଅନୂଯାଇ ରାଜ୍ୟରେ

ଆଜି ରାଜ୍ୟରେ ୫ଶହ ଉପରେ କରୋନା ମାମଲା

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ମାମଲା । କେତେବେଳେ ଉପରମୁହାଁ ତ ଆଉ କେତେବେଳେ ତଳମୁହାଁ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୩୩୬ ଓ ସ୍ଥାନୀୟ ସଂକ୍ରମିତ ୨୪୪ ଜଣ ରହିଛନ୍ତି। ଚିହ୍ନଟ

୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ କୁଟିଛି । ଲଘୁଚାପ ପ୍ରଭାବରେ ଓଡ଼ିଶାର ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଏହା ଫଳରେ ରାଜ୍ୟରେ ଥିବା ନିଅଣ୍ଟିଆ ବର୍ଷା ପରିସ୍ଥିତିରେ କିଛିଟା ସୁଧାର ଆସିଛି । ତଥାପି ରାଜ୍ୟର ୯ଟି ଜିଲ୍ଲାରେ ଏବେ ବି ବର୍ଷା ନିଅଣ୍ଟ ରହିଛି ପାଣିପାଗ