Odia News Portal
Browsing Tag

odisha

ଆଜି ରାଜ୍ୟରେ ୬ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ତେବେ ପ୍ରତିଦିନ କରୋନାରେ ଗଢ଼ୁଛି ମୁଣ୍ଡ । ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି କରୋନା। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଓ ପୁରୀରୁ ୨ ଜଣ ଲେଖାଏ ହୋଇଥିବା ବେଳେ କଟକ ଓ ଖୋର୍ଦ୍ଧାରୁ

ମେଡିକାଲରେ ଭର୍ତ୍ତିହେଲେ ମନ୍ତ୍ରୀ ପ୍ରତାପ ଜେନା

ଭୁବନେଶ୍ୱର: ବିଜେଡିର ଟାଣୁଅାଁ ନେତା ତଥା ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଆଇନ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶୁକ୍ରବାର ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ମନ୍ତ୍ରୀ । ତାଙ୍କ ଛାତିରେ ଦୁଇଟି ବ୍ଲକେଜ ଥିବା

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ…

ଭୁବନେଶ୍ୱର: ରାଜ୍ୟରେ ଭାଙ୍ଗୁଛି କରୋନା ଚେନ୍ । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହାର ତଳମୁହାଁ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୬୮ ଓ ସ୍ଥାନୀୟ ସଂକ୍ରମିତ ୨୬୨ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ

ଆଜିଠୁ ସୃଷ୍ଟି ହେବ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜିଠୁ ସୃଷ୍ଟି ହେଉଛି ଲଘୁଚାପ ବଳୟ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତି ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ରହିବ। ଏହା ଅଧିକ ଘନୀଭୂତ ହୋଇ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ।

ରାଜ୍ୟରେ ୮ ଜୀବନ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ୍ ଉପର ତଳ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ

ଆଜି ରାଜ୍ୟରେ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କୁମଛି କରୋନା ସଂକ୍ରମଣ । ମୃତ୍ୟୁହାର ମଧ୍ୟ ଦିନକୁ ଦିନ ତଳମୁହାଁ ହେଉଛି । ତେବେ ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ମୃତ୍ୟୁରେ ହ୍ରାସ ହେଉଥିବା ପରିଲକ୍ଷିତ ହେଉଛି। ଦୈନିକ କରୋନା ଜନିତ ମୃତ୍ୟୁ ୧୦ରେ ସୀମତି ରହୁଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ

ଆସୁଛି ଏବର୍ଷର ସବୁଠୁ ବଡ଼ ଲଘୁଚାପ, ଆସନ୍ତାକାଲିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସୁଛି ଏବର୍ଷର ସବୁଠି ବଡ଼ ଲଘୁଚାପ । ଆସନ୍ତାକାଲି ଠାରୁ ଆସୁଛି ବଡ଼ ବର୍ଷା। ୧୧ରେ ଏବର୍ଷର ସବୁଠୁ ବଡ଼ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶନିବାର ବେଳକୁ ଏକ ଲଘୁଚାପ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ୭୪୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୩୫ ଓ ସ୍ଥାନୀୟ ସଂକ୍ରମିତ ୩୧୦ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ୧୧୯ ଜଣ ରହିଛନ୍ତି। ଅନୁଗୁଳ ଜିଲାରେ ୧୦,

ପ୍ରକାଶ ପାଇଲା +୩ କଟ୍ ଅଫ୍ ମାର୍କ, ଜାଣନ୍ତୁ କେଉଁ କଲେଜରେ କେତେ ରହିଛି କଟ୍ ଅଫ୍ ମାର୍କ

ଭୁବନେଶ୍ୱର: ପ୍ରକାଶ ପାଇଲା +୩ କଟ୍ ଅଫ୍ ମାର୍କ । ମୋଟ୍ ୨ ଲକ୍ଷ ୪୪ ହଜାର ୨୫୨ ପିଲା ଆବେଦନ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ସିଲେକ୍ସନ ହୋଇଛନ୍ତି ୧ ଲକ୍ଷ ୬୮ ହଜାର୫୩୭ ଜଣ । ଭୁଗୋଳରେ ବିଜେବି କଲେଜ କଟ୍ ଅଫ୍ ମାର୍କ ରହିଛି ୯୫.୨୦ % । ସେହିଭଳି ପଦାର୍ଥ ବିଜ୍ଞାନରେ ବିଜେବି କଲେଜରେ କଟ୍

ଶେଷହେଲା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ହଟ୍ଟଗୋଳ ମଧ୍ୟରେ ଶେଷହେଲା ମୌସୁମୀ ଅଧିବେଶନ । ବିରୋଧୀଙ୍କ ହଟ୍ଟଗୋଳ, ଶାସକ ଦଳର ଉତ୍ତର ମଧ୍ୟରେ ସରିଛି ମୌସୁମୀ ଅଧିବେଶନ । ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ରଖାଯାଇଛି। ସୂଚନାଯୋଗ୍ୟ, ମୌସୁମୀ ଅଧିବେଶନ ସେପ୍ଟେଟର ୧ ତାରିଖ ଠାରୁ ଆରମ୍ଭ ହୋଇଥିଲା। ଏହାରି